ନବୀନଙ୍କ ସମର୍ଥନ ଲୋଡିଲେ ମୋଦୀ
ଭୁବନେଶ୍ବର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆରଟିଆଇ ବିଲକୁ ସମର୍ଥନ ଦେବା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ମାଧ୍ୟମରେ ଆଲୋଚନା କରିଥିବା ଜାତୀୟ…