ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି । ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ? : ଶରଦ
ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି । କହିଛନ୍ତି, ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି । ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?…