ରଥଯାତ୍ରା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର() ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ ଯୋଗେ କଥା ହୋଇ କରୋନା ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ରଥଯାତ୍ରା ସମ୍ପର୍କରେ ଉଭୟ କଥାବାର୍ତ୍ତା ହୋଇଛନ୍ତି ବୋଲି ଜଣାପଡିଛି। ଏହା ବ୍ୟତୀତ ଆଜି ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା…