ଏନଡିଏକୁ ବଂଚାଇଲା ମୋଦିଙ୍କ ଏଣ୍ଟ୍ରି
ପାଟନା() କୌଣସି ଜନମତ ସର୍ଭେ ଆକଳନ ଠିକ୍ ହେଲା ନାହିଁ। ଜନମତ ସର୍ଭେରେ ଯେଉଁ ଫଳାଫଳ ଆସିଥିଲା ବିହାର ନିର୍ବାଚନ ଫଳାଫଳ ତାର ଠିକ ଓଲଟା ଆସିଲା। ନୀତୀଶ କୁମାର ଏବଂ ତେଜସ୍ବୀ ଯାଦବଙ୍କ ମଧ୍ୟରେ କଡ଼ା ଟକ୍କର ହେଲା ସତ, କିନ୍ତୁ ଶେଷରେ ଏନ୍ଡିଏକୁ ମିଳିଲା ବିଜୟ ମୁକୁଟ। ୨୪୩ ଆସନରୁ ୧୨୫ଟି…