କରୋନାର ତୃତୀୟ ଲହରକୁ ରୋକିବାକୁ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୂର୍ବୋତ୍ତର ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । କରୋନା ସ୍ଥିତିର ସମୀକ୍ଷା କରିବା ସହ ଟିକାକରଣ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦୀ କଥା ହୋଇଛନ୍ତି । ଏହି ସମୟରେ କରୋନାର ତୃତୀୟ ଲହରକୁ ରୋକିବା ଆମର ଦାୟିତ୍ୱ ବୋଲି!-->…