Odia News Portal
Browsing Tag

modi

କାଶ୍ମୀରରେ ଆରମ୍ଭ ହେଲା ମୋଦିଙ୍କ ସର୍ବଦଳୀୟ ବୈଠକ

ଜମ୍ମୁ-କାଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଶ୍ମୀରରେ ସର୍ବଦଳୀୟ ବୈଠକ ଡକାଇଛନ୍ତି । ସେଭେନ ଲୋକକଲ୍ୟାଣ ମାର୍ଗ ଆବାସିକ କାର୍ଯ୍ୟାଳୟରେ ବୈଠକ ଆରମ୍ଭ ହୋଇଯାଇଛି । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପିଏମଓ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏହି ବୈଠକରେ ସାମିଲ ହୋଇଛନ୍ତି ।…

ନଭେମ୍ବର ଯାଏଁ ମାଗଣା ରାସନ ଦେବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ମହାମାରୀ ସମୟରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । ଆଜି ଦେଶବାସୀଙ୍କୁ ସମ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି କି ଆସନ୍ତା ନଭେମ୍ବର ଯାଏଁ ମାଗଣା ରାସନ ଦିଆଯିବ । ଦେଶର ୮୦ କୋଟି ରାସନ ଉପଭୋକ୍ତା ଏଥିରେ ଉପକୃତ ହେବେ ।…

ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ, ପଢ଼ନ୍ତୁ କଣ ସବୁ କହିଛନ୍ତି ମୋଦି

ନୂଆଦିଲ୍ଲୀ: ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠାରୁ ବଡ଼ ମହାମାରୀ । ପୂର୍ବରୁ ମେଡିକାଲରେ କେବେ ଏଭଳି ଅକ୍ସିଜେନର ଆବଶ୍ୟକତା ପଡିନଥିଲା । ଏଭଳି ମହାମାରୀ କେବେ ବିଶ୍ୱ ଦେଖି ନଥିଲା । ସାରା ଦେଶବାସୀ ଏହି ମହାମାରୀ…

ଆଜି ସଦ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନିଜ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ କହ କହିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଶେଷ ଥର…

ମୋଦିଙ୍କୁ ପ୍ରଶ୍ନକଲେ କେଜ୍ରିୱାଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଘରକୁ ଘର ରାସନ ଯୋଜନା ବନ୍ଦ କରିବା ପରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯଦି ଦେଶରେ ପିଜା,ବର୍ଗର ମୋବାଇଲ ଭଳି ଘରକୁ ହୋମ…

ମିଲଖା ସିଂହଙ୍କ ସହ କଥାହେଲେ ମୋଦି

ନୂଆଦିଲ୍ଲୀ: ଭାରତୀୟ ଖେଳ ଜଗତର ଚର୍ଚ୍ଚିତ ଚେହେରା ମିଲଖା ସିଂହଂ । ଉଡ଼ନ୍ତା ଶିଖ୍ ଭାବେ ପରିଚିତ ମିଲ୍ଖା ଏବେ ମଧ୍ୟ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ଦୌଡରେ ରେକର୍ଡ କରିଥିବା ଏହି କିମ୍ବଦନ୍ତ୍ରୀ ଖେଳାଳୀ ଏବେ କରୋନା କବଳରେ କବଳିତ । ତେବେ ଏପରି ସ୍ଥଳେ ମିଲଖାଙ୍କ ସହ କଥା ହୋଇଛନ୍ତି…

ସିବିଏସଇ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବାତିଲ ହୋଇଛି ସିବିଏସଇ ଦ୍ୱାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ସହ ଭରଚୁଆଲ ମାଧ୍ୟରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିବାର ନିଷ୍ପତ୍ତି ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା…

କିଛି ସପ୍ତାହ ପରେ କରୋନା ଟିକା

ନୂଆଦିଲ୍ଲୀ()  ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି । ସମଗ୍ର ମାନବ ଜାତି ପାଇଁ ବିପଦ ସାଜିଥିବା କରୋନା ଭାଇରସର ଟିକା ଆଉ କିଛି ସପ୍ତାହ ପରେ ଆସିଯିବ । ଏନେଇ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ଟିକା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ…

ସ୍ୱାସ୍ଥ୍ୟକର୍ମୀଙ୍କୁ ମିଳିବ ୧ କୋଟି କରୋନା ଡୋଜ

ନୂଆଦିଲ୍ଲୀ () ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ଭାଇରସ ଦ୍ୱାରା ସର୍ବାଧିକ ପ୍ରପୀଡିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ମୋଦି ବୈଠକ କରିବେ । କରୋନାକୁ ସଫଳ ଭାବରେ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ଏହି ବୈଠକ…

ସି-ପ୍ଲେନ୍ ସେବାକୁ ମୋଦିଙ୍କ ସବୁଜ ପତାକା

ଅହମଦାବାଦ () ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଲୌହ ପୁରୁଷ ସରଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଦେଶର ପ୍ରଥମ ସି-ପ୍ଲେନ ଉଦଘାଟନ କରିଛନ୍ତି। ଏହି ସି-ପ୍ଲେନ୍ କେବଡିଆରୁ ସାବରମତୀ ରିଭରଫ୍ରଣ୍ଟ ମଧ୍ୟରେ ଚାଲିବ। ଏହି ବିମାନରେ ୧୯ ଜଣଙ୍କ ବସିବା ବ୍ୟବସ୍ଥା ରହିଛି। ଏହି…