Odia News Portal
Browsing Tag

mohanmajhi

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ରାଜଧାନୀରେ ବଦଳିଲା ପାଗର ମିଜାଜ । ଅପରାହ୍ନରେ ଘୋଟି ଆସିଲା କଳାହାଣ୍ଡିଆ ମେଘ । ଭୁବନେଶ୍ବରରେ ହଠାତ୍‌ ସୃଷ୍ଟିହୋଇଥିବା ବର୍ଷା ଓ ପବନ ‌ଯୋଗୁଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ମୟୂରଭଞ୍ଜରୁ ଭୁବନେଶ୍ବର ନେଇ ଆସୁଥିବା ହେଲିକପ୍ଟର ପୁରୀର ସମଙ୍ଗ ଅସ୍ଥାୟୀ ବସ୍‌ଷ୍ଟାଣ୍ଡ ନିକଟ…

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି

ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସି ଏମ୍ କିଷାନ…