Odia News Portal
Browsing Tag

monsoon-floods-kill-dozens-in-Nepal

ବନ୍ୟା ପ୍ରଭାବ, ୪୩ ମୃତ , ୨୪ ନିଖୋଜ

ନେପାଳରେ ପ୍ରବଳ ବର୍ଷା ଯୋଗୁ ଆସିଥିବା ବନ୍ୟା ଓ ଏଥିଯୋଗୁ ହୋଇଥିବା ଭୂସ୍ଖଳନରେ ୪୩ ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ ଜଣ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷରେ ୨୦ ଜଣ ଏଥିରେ ଗୁରୁତର ଆହତ ହୋଇଥିବା ବେଳେ ୫୦ ରୁ ଅଧିକ ଲୋକଙ୍କୁ ନିରାପଦ ଭାବେ ଉଦ୍ଧାର କରାଯାଇଛି । ଗତ କିଛି ଦିନ ଧରି…