ଓଡିଶାରୁ ଛୁ ହେଲା ମୌସୁମୀ
ଭୁବନେଶ୍ୱର() ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ସ୍ୱାଭାବିକ ଠାରୁ ୭% ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜୁନ୍ ତୃତୀୟ ସପ୍ତାହରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା ।
ଗୋଟିଏ ସପ୍ତାହ…
