Odia News Portal
Browsing Tag

MONSOON

ପୁଣି ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଆସନ୍ତା ୪୮ ଘଣ୍ଟା ଅର୍ଥାତ ଅଗଷ୍ଟ ୧୭ ସୁଦ୍ଧା ଏକ ଲଘୁଚାପରେ ପରିଣତ ହେବ ବୋଲି ଉଭୟ ଭାରତୀୟ ପାଣିପାଗ ବିଭାଗ ଓ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ କରିଛନ୍ତି । ଏହି…

ଆସନ୍ତା ୨୪ ଘଣ୍ଟାରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା । ୧୦ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ୩୦ ତାରିଖରେ…

ରାଜ୍ୟରେ ଜୁଲାଇ ପ୍ରଥମ ସପ୍ତାହ ଯାଏଁ କମ୍ ବର୍ଷା

ଭୁବନେଶ୍ୱର: ଚଳିତ ବର୍ଷ ଠିକ୍ ସମୟରେ ମୌସୁମୀର ଆଗମନ ଘଟିଥିଲେ ମଧ୍ୟ ଆସନ୍ତା ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଆଶାନୁପାତରେ ବର୍ଷା ହେବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି । ଚଳିତ ବର୍ଷ ମୌସୁମୀ ବିଭିନ୍ନ ସ୍ଥାନୀୟ ପରିସ୍ଥିତି କାରଣରୁ ସ୍ୱାଭାବିକ ହୋଇ ନ ଥିବା…

ଆସନ୍ତା ୨୪ ଘଣ୍ଟାରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ଓ ୨୦ ଜିଲ୍ଲାରେ ବଜ୍ରପାତ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଜିଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, ଖୋର୍ଦ୍ଧା, କଟକ, କେନ୍ଦୁଝର,…

ଆଜି ପ୍ରବଳ ଛେଚିବ

ଭୁବନେଶ୍ୱର: ଓଡ଼ିଶା ଛୁଇଁସାରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ । ଯାହାର ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । ତେବେ ଆଜି ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ରେଡ ଆଲର୍ଟ କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଉଛି ସମ୍ବଲପୁର,…

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ

ଭୁବନେଶ୍ୱର: ଓଡ଼ିଶା ଛଉଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ । ଦକ୍ଷିଣ ଓଡ଼ିଶା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଲା ପାଣିପାଗ ବିଭାଗ । ଲଘୁଚାପ ଯୋଗୁଁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବ । ଆସନ୍ତାକାଲି ବେଶୀ ବର୍ଷା ହେବ । ଆସନ୍ତା ୪୮ ଘଣ୍ଟାରେ ସମଗ୍ର ଓଡ଼ିଶାରେ ବର୍ଷା ହେବ ।…

ଆଜିଠୁ ପ୍ରବଳ ଛେଚିବ

ଭୁବନେଶ୍ୱର: ଆଗାମୀ ୨ରୁ ୩ଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ । ପ୍ରାକ୍ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୌସୁମୀ ପ୍ରଭାବରେ ଓଡ଼ିଶାର କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି…

ଅଧିକ ବିପଦଜନକ ହେବ ମୌସୁମୀ

ଭୁବନେଶ୍ୱର: ଆସୁଛି ମୌସୁମୀ । ଆଜିଠାରୁ ବର୍ଷା ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ସେପଟେ ମୌସୁମୀ ଅଧିକ ବିପଦଜନକ ହେବ ବୋଲି କୁହାଯାଉଛି । ମୌସୁମୀ ଋତୁ ଦିନକୁ ଦିନ ଅଧିକ ବିପଜ୍ଜନକ ହେବାରେ…

୩ ଦିନ ପରେ ଫେରିପାରେ ମୌସୁମୀ

ଭୁବନେଶ୍ବର()   ୨୮ରୁ ପୁଣି ଫେରିବ ମୌସୁମୀ । ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ । ୮ ତାରିଖରେ କେନ୍ଦୁଝର, ଭଦ୍ରକ, ଯାଜପୁର ଓ ବାଲେଶ୍ବରରେ ବର୍ଷା ହୋଇପାରେ । ୨୯ ତାରିଖ ବେଳକୁ କେନ୍ଦୁଝର, ସୁନ୍ଦରଗଡ, ଯାଜପୁର,…

୨୪ ଘଣ୍ଟାରେ ଓଡିଶା ଛୁଇଁବ ମୌସୁମୀ

ଭୁବନେଶ୍ବର()   ଆସନ୍ତାକାଲି ଓଡିଶା ଛୁଇଁବ ମୌସୁମୀ । ପ୍ରାଥମିକ ପର୍ୟ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବ। ପରବର୍ତ୍ତୀ ସମୟରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ଉତ୍ତର-ପୂର୍ବ…