Odia News Portal
Browsing Tag

mousumi

କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ । ମୌସୁମୀ ଆଜି କେରଳ ଛୁଇଁବା ନେଇ ପୂର୍ବରୁ ଆକଳନ କରିଥିଲା ଆଇଏମଡି । କେରଳ ଛୁଇଁବାର ୧୦ରୁ ୧୨ ମଧ୍ୟରେ ଓଡ଼ିଶା ଛୁଇଁବ ବୋଲି ସୂଚନା ମିଳିଛି । ପ୍ରାକ୍ ମୌସୁମୀ ପ୍ରଭାବରେ ଗତକାଲି ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଥିଲା । ୨୪…