Odia News Portal
Browsing Tag

MP aparajita sarangi

ସାଂସଦ ଅପରାଜିତାଙ୍କୁ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ୪ ପ୍ରଶ୍ନ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ବାଇ-ଲ ପ୍ରସଙ୍ଗରେ ପୁଣି ଟାର୍ଗେଟରେ ଭୁବନେଶ୍ୱର ସାଂସଦ। ବାଇ-ଲ ପ୍ରସଙ୍ଗରେ ସାଂସଦ ଅପରାଜିତା ଷଢଙ୍ଗୀଙ୍କୁ ୪ଟି ପ୍ରଶ୍ନ ପଚାରିଛନ୍ତି ଅଶୋକ ପଣ୍ଡା । କହିଛନ୍ତି, ସଂସଦରେ ଏହି ପ୍ରସଙ୍ଗ ଉଠାଇ ପାରିଥାନ୍ତେ ସାଂସଦ । ସଂସଦ ଠାରୁ ବଡ ଫୋରମ ଆଉ କଣ ଅଛି, ସେଠାରେ…

ବାଇ-ଲ ବିନା ଐତିହ୍ୟ ବିକାଶ ଅଧୁରା….

ଭୁବନେଶ୍ୱର: ନିଜ ମତରେ ଅଟଳ ସାଂସଦ ଅପରାଜିତା ଷଡଙ୍ଗୀ । ଆଜି ଟ୍ୱିଟକରି ଅପରାଜିତା ଲେଖିଛନ୍ତି, ଐତିହ୍ୟ କ୍ଷେତ୍ରର ବିକାଶ ହେବା ଉଚିତ୍ । କିନ୍ତୁ ବାଇ-ଲକୁ ଏଡାଇ ଏଭଳି ବିକାଶ ହେବା ଉଚିତ ନୁହେଁ । ୧୯୫୮ ଆମସର ଆକ୍ଟ ସବୁ ଆଇନର ଉର୍ଦ୍ଧ୍ବରେ । ତେଣୁ ରାଜ୍ୟ ସରକାର କୌଣସି ବିକାଶମୂଳକ କାମ…

ରାଜ୍ୟ ସରକାରଙ୍କୁ ଅପରାଜିତାଙ୍କ ଟାର୍ଗେଟ

ଭୁବନେଶ୍ୱର: ସାମ୍ବାଦିକ ସମ୍ମିଳନୀରେ ନିଖୋଜ ପୋଷ୍ଟର ନେଇ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।ସାଂସଦ ଅପରାଜିତା ନିଜ ପ୍ରତିକ୍ରିୟାରେ କହିଛନ୍ତି, ନିଖୋଜ ପୋଷ୍ଟର ମୁଁ ହ୍ୱାଟ୍ସଆପରେ ପାଇଲି । ପୋଷ୍ଟର ଲଗାଇଥିବା ବନ୍ଧୁମାନଙ୍କୁ ମୋର ଧନ୍ୟବାଦ। ସଂସଦ ଚାଲିଥିବାରୁ…

ଗଳିକନ୍ଦିରେ ଲଗାନ୍ତୁ ପୋଷ୍ଟର : ଅପରାଜିତା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲେ ସାଂସଦ ଅପରାଜିତା | ଆଜି ଦିଲ୍ଲୀରୁ ଭୁବନେଶ୍ୱର ଆସି ପହଞ୍ଚିଛନ୍ତି ସାଂସଦ ଅପରାଜିତା ଷଢଙ୍ଗୀ |ତେବେ ଭୁବନେଶ୍ୱର ପହଞ୍ଚିବା ପରେ ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କ ନିଖୋଜ ପୋଷ୍ଟର ଲଗାଯିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି | ବାଇ-ଲ ପ୍ରତ୍ୟାହାର…

ଅନୁଭବ-ଅପରାଜିତାଙ୍କ ବାଇ-ଲ ଯୁଦ୍ଧ

ଭୁବନେଶ୍ୱର: ୨ ସାଂସଦଙ୍କ ମଧ୍ୟରେ ଟ୍ୱିଟ ୱାର | ଭୁବନେଶ୍ୱର ସାଂସଦ ଅପରାଜିତା ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବଙ୍କ ଭିତରେ ଦେଖିବାକୁ ମିଳିଛି ଟ୍ୱିଟ ୱାର । ବାଇ-ଲ ପ୍ରସଙ୍ଗକୁ ନେଇ ଦୁଇ ନେତା ଏବେ ଟ୍ୱିଟରରେ ମୁହାଁମୁହିଁ । ଶନିବାର ବାଇ-ଲ ପ୍ରସଙ୍ଗକୁ ନେଇ ବିଜେଡି ନେତା କେନ୍ଦ୍ର…