Odia News Portal
Browsing Tag

MSP

କେନ୍ଦ୍ର ସରକାରଙ୍କୁ କୃଷିମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ କୃଷିମନ୍ତ୍ରୀ ଅରୁଣ ସାହୁ । ଧାନର ଏମଏସପି ବୃଦ୍ଧିନେଇ ଚିଠି ଲେଖିଛନ୍ତି କୃଷିମନ୍ତ୍ରୀ । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୯୩୦ ଟଙ୍କାକୁ ବୃଦ୍ଧି କରିବାକୁ ସେ ଦାବି କରିଛନ୍ତି । ୨୯୩୦ ଟଙ୍କାକୁ ବୃଦ୍ଧି ହେଲେ ଚାଷୀ ୨୫ ପ୍ରତିଶତ ଲାଭ…

ଧାନର ସହାୟକ ମୂଲ୍ୟ ବଢ଼ିଲା

ନୂଆଦିଲ୍ଲୀ: ଧାନ କ୍ୱିଣ୍ଟାଲ ପିଛା ୧୯୪୦ ଟଙ୍କାର ଏମଏସପି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । କ୍ୟାବିନେଟ୍ ବୈଠକରେ ଏଭଳି ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ାଇଲେ ସରକାର । ୨୦୨୦-୨୧ରେ ୧୮୭୬ ଟଙ୍କା ଥିବା ବେଳେ ଏବେ ଏହା…

ଏମଏସପି ଥିଲା, ଅଛି ଓ ରହିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାକୁ ସମ୍ବୋଧିତ କରିଛନ୍ତି । ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି । ଏହା ସହିତ ଆନ୍ଦୋଳନରତ ଚାଷୀଙ୍କୁ ଅପିଲ କରି କହିଛନ୍ତି, ଏମ.ଏସ.ପି ଥିଲା, ଅଛି ଏବଂ ଆଗକୁ ମଧ୍ୟ ରହିବ ।…