Odia News Portal
Browsing Tag

Mumbai

ଜାଣନ୍ତୁ ଆର୍ୟନଙ୍କ ଜାମିନ୍ ପଛରେ କଣ ରହିଛି ସର୍ତ୍ତ

ମୁମ୍ବାଇ : ଅକ୍ଟୋବର ୨ ତାରିଖ ରାତିରେ ମୁମ୍ବାଇରୁ ଗୋଆ ଅଭିମୁଖେ ଯାତ୍ରା କରୁଥିବା ଜାହାଜରେ ରେଭ ପାର୍ଟିରୁ ଗିରଫ ହୋଇଥିବା ଆରୟନ୍ ଖାନଙ୍କୁ ୨୫ ଦିନ ପରେ ହାଇକୋର୍ଟରୁ ଜାମିନ ମିଳିଛି । କୋର୍ଟରେ ତାଙ୍କୁ ସର୍ତ୍ତମୁଳକ ଜାମିନ ପ୍ରଦାନ କରାଯାଇଛି । ଯେଉଁଥିରେ କୁହାଯାଇଛି ଯେ ଆରୟନ୍…

ହ୍ୱାଟ୍ସଆପ ଚାଟ ଖୋଲିବ ଆର୍ୟନଙ୍କ ଗୁମର

ମୁମ୍ବାଇ: ବଢ଼ୁଛି ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ମାମଲା । ବାରମ୍ବାର ଶୁଣାଣି ହେବା ପରେ ମଧ୍ୟ ଆର୍ୟନଙ୍କୁ ମିଳିନି ବେଲ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଏହି ଷ୍ଟାର କିଟଙ୍କ ବିବାଦ ଦିନକୁ ଦିନ ନୂଆ ରୂପ ନେବାରେ ଲାଗିଛି । ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର…

ରଜନୀକାନ୍ତଙ୍କୁ ଦାଦାସାହେବ ଫାଲକେ ଆୱାର୍ଡ

ଆଜି ଅନୁଷ୍ଠିତ ହୋଇଯାଇଛି ୬୭ ତମ ଜାତୀୟ ଫିଲ୍ମ ଆୱାର୍ଡ ଉତ୍ସବ । ଏଥିରେ ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ ପିଲ୍ମ ଜଗତର ଶ୍ରେଷ୍ଠ ସମ୍ମାନ ଦାଦା ସହେବ ଫାଲକେ ଆୱାର୍ଡରେ ସମ୍ମାନୀତ କରାଯାଇଛି । ଶ୍ରେଷ୍ଠ ଅଭିନେତ୍ରୀ ଭାବେ କଙ୍ଗନା ରଣାୱତଙ୍କ(ପଙ୍ଗା, ମଣିକର୍ଣ୍ଣିକା), ଶ୍ରେଷ୍ଠ…

ଅନନ୍ୟାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟର ଅଫର

ମୁମ୍ବାଇ: ଗତ ଶୁକ୍ରବାର ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଘରେ ଚଢାଉ କରିଥିଲା ଏନ୍‌ସିବି । ଜବତ ହୋଇଥିଲା ଅନନ୍ୟାଙ୍କ ଲାପ୍‌ଟପ୍‌, ମୋବାଇଲ ଓ ଦୀର୍ଘ ୪ ଘଣ୍ଟା ଧରି ଚାଲିଥିଲା ପଚରାଉଚରା । ଶେଷରେ ଆର୍ଯ୍ୟନଙ୍କୁ ଅନନ୍ୟା ଗଂଜେଇ ଯୋଗାଇଥିବା ନେଇ ସ୍ୱୀକାର କରିବା ସହ ପ୍ରମାଣ ମଧ୍ୟ ହସ୍ତଗତ…

ଏନସିବି ବିରୋଧରେ ଅଭିଯୋଗ ଆଣିଲେ ଆର୍ୟନ

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଛନ୍ଦି ହୋଇ ଜେଲରେ ରହିଛନ୍ତିି ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆୟନ । ଏନସିବି ଜାଲରେ ଛନ୍ଦି ହୋଇଥିବା ଆର୍ୟନଙ୍କ ଜାମିନ ବାରମ୍ବାର ଖାରଜ ହୋଇଛି । ସେପଟେ ଏନସିବି ବିରୋଧରେ ଅଭିଯୋଗ ଆଣିଛନ୍ତି ଆର୍ୟନ । ସେ କହିଛନ୍ତି ହ୍ୱାଟ୍ସଆପ ଚାଟକୁ ଏନସିବି ଭୁଲ…

ମୁମ୍ବାଇରେ ଅଗ୍ନିକାଣ୍ଡ, ଜଣେ ମୃତ

ମୁମ୍ବାଇ: ମୟାନଗରୀରେ ଅଗ୍ନିକାଣ୍ଡ । ଦକ୍ଷିଣ ମୁମ୍ବାଇର ଲାଲବାଗ ଅଞ୍ଚଳରେ ଥିବା ଅବିଘ୍ନ ପାଲ ସୋସାଇଟିର ୬୦ ମହଲା ବିଲ୍ଡିରେ ଏହି ଅଗ୍ନିକାଣ୍ଡ ଘଟିଛି । ୧୯ ତାଲାରେ ନିଅାଁ ଲାଗିଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ଉଦ୍ୟମ ଚଳାଇଛନ୍ତି। ନିଆଁ ଗ୍ରାସ…

ଜେଲରେ ଆର୍ୟନଙ୍କୁ ଭେଟିଲେ ଶାହାରୁଖ

ମୁମ୍ବାଇ: ପୁଅକୁ ଭେଟିଲେ ଶାହାରୁଖ୍ । ମୁମ୍ବାଇ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ପୁଅ ଆର୍ୟନ ଖାନଙ୍କୁ ଭେଟିବା ପାଇଁ ଅଭିନେତା ଶାହରୁଖ ଖାନ ଆର୍ଥର ରୋଡ ଜେଲରେ ପହଞ୍ଚିଛନ୍ତି। ଏହାର ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଶାହାରୁଖ ଖାନ ଜେଲରେ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି। କିଛି…

ନୂଆ ଅବତାରରେ ଆସୁଛନ୍ତି କଙ୍ଗନା

ମୁମ୍ବାଇ: ବିବାଦୀୟ ମନ୍ତବ୍ୟକୁ ବାଦ୍ ଦେଲେ ୟୁନିକ୍ କାହାଣୀ ଉପରେ ନିର୍ମିତ ଫିଲ୍ମରେ ଅଭିନୟ କରିବା ନେଇ କଙ୍ଗନା ଚର୍ଚ୍ଚାରେ ଥାଆନ୍ତି । ନିକଟରେ ଫିଲ୍ମ ଥଲାଇଭିରେ କଙ୍ଗନାଙ୍କୁ ଜୟଲଲିଥାଙ୍କ ଭୂମିକାରେ ଦେଖିବାକୁ ମିଳିଥିଲା । ତେବେ ଆଗାମୀ ଦିନରେ କଙ୍ଗନା ଗୁପ୍ତଚର ଭୂମିକାରେ ଦର୍ଶକଙ୍କ…

ଏନସିବିକୁ ଏହି ପ୍ରତିଶ୍ରୁତି ଦେଲେ ଆର୍ୟନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନ ଏନସିବି ହେପାଜତ ସମୟରେ ପରାମର୍ଶ ଦିଆଯାଇଛି। ଡ୍ରଗ୍ସରୁ ମୁକ୍ତି ପାଇବାକୁ ତାଙ୍କୁ ପରାମର୍ଶ ଦିଆଯାଇଛି। ଜୋନାଲ ନିର୍ଦ୍ଦେଶକ ସମୀର ୱାନଖେଡେଙ୍କ ଦ୍ୱାରା ଆର୍ଯ୍ୟନ୍ ଖାନଙ୍କୁ ପରାମର୍ଶ…

ଭଲ ମଣିଷ ହେବାକୁ ପ୍ରତିଶ୍ରୁତି ଦେଲେ ଆର୍ୟନ

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ୍‌ ଖାନ ଏବେ ଜେଲ୍‌ରେ ଅଛନ୍ତି। ମୁମ୍ବାଇ ସେସନ୍‌ କୋର୍ଟ ଆର୍ୟନଙ୍କ ଜାମିନ ଆବେଦନ ଶୁଣାରିକୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଏହାରି ଭିତରେ ଆର୍ୟନ୍‌ଙ୍କୁ…