Odia News Portal
Browsing Tag

Mumbai

ପୁଣି ମେଡିକାଲରେ ଭର୍ତ୍ତିହେଲେ ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାର

ମୁମ୍ବାଇ: ବଲିଉଡର ଏଭରଗ୍ରୀନ ହିରୋ ବା ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାର ଅସୁସ୍ଥ ହୋଇଛନ୍ତି । ତାଙ୍କୁ ପୁଣିଥରେ ମେଡିକାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ନେବାରେ ଅସୁବିଧା ହେବାରୁ ମୁମ୍ବାଇସ୍ଥିତ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ‘ଟ୍ରାଜେଡ଼ି କିଙ୍ଗ୍’ ଭାବେ ପରିଚିତ ଏହ…

ଲାଇନ ଚ୍ୟୁଚ ହେଲା ଦିଲ୍ଲୀ-ଗୋଆ ରାଜଧାନୀ ଏକ୍ସପ୍ରେସ

ମୁମ୍ବାଇ: ମହାରାଷ୍ଟ୍ରର ରତ୍ନଗିରି ଜିଲ୍ଲାରେ ହଜରତ ନିଜାମୁଦ୍ଦିନରୁ ଗୋଆ ଅଭିମୁଖେ ଯାତ୍ରା କରୁଥିବା ରାଜଧାନୀ ଏକ୍ସପ୍ରେସ ଆଜି ସକାଳେ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି। କୋଙ୍କଣ ରେଳ ବିଭାଗର ମୁଖ୍ୟ ଜନସମ୍ପର୍କ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା…

ଠିକାଦାରଙ୍କ ଉପରେ ଅଳିଆ ଢ଼ାଳିଲେ ବିଧାୟକ

ମୁମ୍ବାଇ: ମୁମ୍ବାଇରେ ସପ୍ତାହେ ହେଲା ବର୍ଷା ଲାଗି ରହିଥିବା ବେଳେ ସେଠାରେ ରାସ୍ତା ମାନଙ୍କରେ ପାଣି ଜମି ହୋଇ ରହିଥିବାର ଦୃଶ୍ୟ ଲଗାତାର ସାମନାକୁ ଆସୁଛି । ବର୍ଷା ଯୋଗୁଁ ଲୋକ ମାନଙ୍କ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହା ମଧ୍ୟରେ…

ହୃଦୟବାନ ରବିନା

ମୁମ୍ବାଇ: ମଷ୍ଟ ମଷ୍ଟ ଗାର୍ଲ ତଥା ନବେ ଦଶକର ଚୁଲବୁଲି ନାୟକି ରବିନା ଟଣ୍ଡନ ଜଣେ ହୃଦୟବାନର ପରିଚୟ ଦେଇଛନ୍ତି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ ପ୍ରଭାବରେ ମୁମ୍ବାଇରେ ଲଗାଣ ବର୍ଷା ଜାରି ରହିଛି । ଅନେକ ସ୍ଥାନ ଜଳମଗ୍ନ ହୋଇଥିବା ବେଳେ ବହୁ ଲୋକଙ୍କ ଜୀବନ ମଧ୍ୟ ଯାଇଛି । ଗତକାଲି କୋଠା…

ମୁମ୍ବାଇରେ କୋଠା ଭୁଷୁଡ଼ି ୧୧ଜଣଙ୍କ ମୃତ୍ୟୁ

ମୁମ୍ବାଇ: ମୌସୁମୀ ପ୍ରଭାବରେ ମୁ୍‌ମ୍ବାଇରେ ଲଗାଣ ବର୍ଷା ଜାରି ରହିଛି । ଲଗାଣ ବର୍ଷା ପ୍ରଭାବରେ ଭୁଷୁଡ଼ି ପଡିଛି କୋଠା । କୋଠା ଭୁଷୁଡି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮ଜଣଙ୍କ ଅବସ୍ଥା ଗୁରୁତର ରହିଛି । ମୁ୍‌ମ୍ବାଇ ପଶ୍ଚିମ ମଲାଡ କଲେକ୍ଟର କମ୍ପାଉଣ୍ଡରେ ଘଟିଛି ଏଭଳି ଘଟଣା । ଏକ ଚାରି…

ସ୍ଥିର ରହିଛି ଦିଲ୍ଲୀପ କୁମାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା

ମୁମ୍ବାଇ: ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି । ସେ ଖୁବଶୀଘ୍ର ଡିସଚାର୍ଜ ହେବେ ବୋଲି ସୂଚନା ଦେଇଛନ୍ତି ତାଙ୍କ ପତ୍ନୀ ସାଏରାବାନୁ । ସେ ନିଜର ସୋସିଆଲ ମିଡିଆ ଆଇଡ ଟ୍ୱିଟରରେ ଏହା ପୋଷ୍ଟ କରିଛନ୍ତି । ଦୁଇରୁ ତିନିଦିନ ମଧ୍ୟରେ ଡିସଚାର୍ଜ ହେବେ ବୋଲି…

ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ବିମାନ ବ୍ୟବସ୍ଥା

ଝାରସୁଗୁଡ଼ା: ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍‌ ବିମାନ। ଜାନୁଆରୀରୁ ୧୨ ତାରିଖରୁ ସ୍ପାଇସ୍‌ଜେଟ୍ ଏହି ସେବା ଆରମ୍ଭ କରିବ। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଶୁକ୍ରବାର ରାତିରେ…