Odia News Portal
Browsing Tag

municipality election

ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ

ଚାଲିଛି ପୌର ଭୋଟ । ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ ହୋଇଛି । ବେଶ୍‌ ସୁରୁଖୁରୁ ଓ ଶାନ୍ତିଶୃଙ୍ଖଳା ସହ ମତଦାନ ଜାରି ରହିଛି । ଏସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି। ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି। ସକାଳ ୮ଟାରୁ ଭୋଟଦାନ…

ପୌର ନିର୍ବାଚନ ପାଇଁ , ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ

ଆରମ୍ଭ ହେଲା ପୌର ନିର୍ବାଚନ ପାଇଁ ଭୋଟିଂ । ନେତା ବାଛୁଛନ୍ତି ସହରବାସୀ । ଏନଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ୱାର୍ଡରେ ନିର୍ବାଚନ ଆରମ୍ଭ ହୋଇଛି । ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଆରମ୍ଭ ହୋଇଛି ଭୋଟ । ୪ ହଜାର ୩୭୩ ବୁଥରେ ମତଦାନ ସାବ୍ୟସ୍ତ…

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ । ଏହାପରେ କୌଣସି ପ୍ରାର୍ଥୀ, ରାଜନୈତିକ ଦଳ କୌଣସି ପ୍ରକାରର ସଭାସମିତି, ପ୍ରଚାର ଆଦି କରିପାରିବେନି।…

ପୌର ଭୋଟ ପାଇଁ ଛୁଟି ଘୋଷଣା

ପୌର ଭୋଟ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ରାଜ୍ୟର ୩ ମହାନଗର ନିଗମ କଟକ, ଭୁବନେଶ୍ୱର ଏବଂ ବ୍ରହ୍ମପୁରର ସରକାରୀ କର୍ମଚାରୀଙ୍କ ପାଇଁ ଏହି ଛୁଟି ଘୋଷଣା ହୋଇଛି । ଭୋଟ ପାଇଁ ମୋଟ ୩ ଦିନ ଛୁଟି ମିଳିବ । ଅନ୍ୟ ୧୦୬ ସହରାଞ୍ଚଳ କର୍ମଚାରୀଙ୍କୁ ମଧ୍ୟ ଛୁଟି ମିଳିବ । ଏନେଇ ରାଜ୍ୟ…

ଭୁବନେଶ୍ୱର ମହାନଗର ନିଗମର ପ୍ରକାଶ ପାଇଲା ଯୋଗ୍ୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର ମହାନଗର ନିଗମର ପ୍ରକାଶ ପାଇଲା ଯୋଗ୍ୟ ପ୍ରାର୍ଥୀ ତାଲିକା । ମେୟର ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ସମସ୍ତ ୧୨ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀତ୍ବ କାଏମ। ବିଏମସିର ୬୭ ଟି ୱାର୍ଡର କର୍ପୋରେଟର ପଦବୀ ପାଇଁ ମୋଟ ୩୪୩ ଟି ନାମାଙ୍କନ ପତ୍ର ଦାଖଲ ହୋଇଥିଲା। ଯାଞ୍ଚ ସମୟରେ…

୪୫୮୪ ବୁଥ, ୪୨ ଲକ୍ଷ ଭୋଟର

ଆସନ୍ତା ପୌର ନିର୍ବାଚନରେ ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୭୩୧ ୱାର୍ଡ ଏବଂ ୩ ମହାନଗରରେ ୧୬୧ଟି ୱାର୍ଡରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣ ପାଇଁ ୪ହଜାର ୫୮୪ଟି ବୁଥ କରାଯିବ ଏବଂ ୪୨ଲକ୍ଷ ଭୋଟର ନିର୍ବାଚନରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ । ରାଜ୍ୟ ନିର୍ବାଚନ…

ପୌର ନିର୍ବାଚନରେ ଲାଗିବନି କୋଭିଡ୍ କଟକଣା, ସ୍ଥିତି ଦେଖି ନିୟମରେ ହୋଇପାରେ ପରିବର୍ତ୍ତନ

ପୌର ନିର୍ବାଚନ ନେଇ ପ୍ରତିକ୍ରିୟା ରଖିଲେ ରାଜ୍ୟ ନିର୍ବାଚନ ଆୟୋଗ। ସେ କହିଛନ୍ତି ଯେ, ୧୮୯୯ଟି ୱାର୍ଡରେ ପୌର ନିର୍ବାଚନ ହେବ। ଏଥିପାଇଁ ୪୪୭୫ଟି ବୁଥ୍ ପ୍ରସ୍ତୁତ ରହିଛି। ୪୨ ଲକ୍ଷ ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିରୂପଣ କରିବେ। ତେବେ ଆଜି ୩ଟା ସୁଦ୍ଧା ନାମାଙ୍କନ ଦାଖଲର ଶେଷ ସମୟ ରହିଛି।…

ମଞ୍ଜୁ ରଥ ହେଲେ କଂଗ୍ରେସର ବ୍ରହ୍ମପୁର ମେୟର ପ୍ରାର୍ଥୀ

ପୂର୍ବରୁ ବିଜେଡି ଓ ବିଜେପି ତାର ମେୟର ପ୍ରାର୍ଥୀ ଘୋଷଣା କରି ସାରିଥିବାବେଳେ, ଆଜି କଂଗ୍ରେସ ତାର ବ୍ରହ୍ମପୁର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସାମାଜସେବୀ ତଥା ଉଚ୍ଚଶିକ୍ଷିତା ମଞ୍ଜୁ ରଥଙ୍କୁ ଦଳ ମେୟର ପ୍ରାର୍ଥୀ ଘୋଷଣା କରିଛି। ଆଜି ନାମାଙ୍କନର ଶେଷ ଦିନରେ ସେ ପ୍ରାର୍ଥୀପତ୍ର…

୩ ମହାନଗର ପାଇଁ ବିଜେଡିର ମେୟର ପ୍ରାର୍ଥୀ ଘୋଷଣା

୩ ମହାନଗର ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି । ଭୁବନେଶ୍ୱର ପାଇଁ ସୁଲୋଚନା ଦାସ ମେୟର ପ୍ରାର୍ଥୀ । କଟକ ପାଇଁ ସାଂସଦ ସୁବାସ ସିଂ ହେଲେ ମେୟର ପ୍ରାର୍ଥୀ । ସଂଘ୍ରମିତ୍ରା ଦଳେଇ ହେଲେ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀ ।

ଆଜି ଘୋଷଣା ହୋଇପାରେ ବିଜେଡି ଓ ବିଜେପିର ପ୍ରାର୍ଥୀ ତାଲିକା

ପୌର ପାଇଁ ସରଗରମ ରାଜନୀତି । ନାମାଙ୍କନ ପାଇଁ ଆଜିକୁ ମିଶାଇ ହାତରେ ରହିଛି ଆଉ ମାତ୍ର ତିନି ଦିନ । ୭ ତାରିଖରେ ସରବି ନାମାଙ୍କନ ପତ୍ର ଦାଖଲ । ସବୁ ରାଜନୈତିକ ଦଳ ଚୂଡାନ୍ତ ତାଲିକା ପ୍ରକାଶ କରିନଥିବା ବେଳେ କିଏ ଟିକେଟ୍ ପାଇବ ତାକୁ ନେଇ ସପେନ୍ସ ବଢିବାରେ ଲାଗିଛି । ଟେନସନରେ ଅଛନ୍ତି…