Odia News Portal
Browsing Tag

murder case in bhubaneswar

ରାଜଧାନୀରେ ମହିଳାଙ୍କୁ କିରାସିନି ଢାଳି ପୋଡ଼ି ହତ୍ୟା

ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ। ଖାରବେଳନଗର ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଆଜି କିରାସିନି ଢାଳି ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ ହୋଇଛି। ଏନେଇ ସ୍ୱାମୀଙ୍କୁ ପଚରା ଉଚରା ଜାରି ରହିଛି। ଘର ଭିତରୁ ମହିଳାଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମହିଳା ଜଣଙ୍କ ହେଉଛନ୍ତି…

ପୁଣି ରାଜଧାନୀରେ ଯୁବତୀଙ୍କୁ ହତ୍ୟା

ରାଜଧାନୀ ଭୁବନେଶ୍ୱରରେ ଯୁବତୀଙ୍କୁ ହତ୍ୟା । ଭରତପୁର ଥାନା ଅନ୍ତର୍ଗତ ତାରିଣୀ ବସ୍ତିରେ ଘଟିଛି ଏହି ହତ୍ୟାକାଣ୍ଡ । ରବିବାର ରାତିରେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି । ହତ୍ୟା ହୋଇଥିବା ଯୁବତୀଙ୍କ ନାମସୁରେଖା ପଲେଇ । ଘଟଣା ସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।…

ମିଳିଲା ମୁଣ୍ଡବିହୀନ ମହିଳାଙ୍କ ପରିଚୟ…

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରୁ ଅନ୍ଧାରୁଆରୁ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ଏବେ ପୋଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳାଙ୍କ ଡିଜିଟାଲ୍ ଫିଙ୍ଗର ପ୍ରିଣ୍ଟରୁ ପରିଚୟ ମିଳିଛି । ମୃତ ମହିଳା ଭୁବନେଶ୍ୱରର ବୋଲି ଜଣାପଡିଛି । ଖୁବଶୀଘ୍ର ସମସ୍ତ ତଥ୍ୟ କମିଶନରେଟ୍‌ ପୋଲିସ…

ତଣ୍ଟି ଚିପି ହତ୍ୟା ପରେ ମୁଣ୍ଡକାଟ !

ଭୁବନେଶ୍ୱର: ରାଜଧାନୀରେ ଘଟିଥିବା ବିଭତ୍ସ ହତ୍ୟାକାଣ୍ଡ ଘଟଣାରେ ସାମ୍ନାକୁ ଆସିଲା ପୋଷ୍ଟମର୍ଟମ ରିପୋର୍ଟ | କିଛିଦିନ ତଳେ ଭୁବନେଶ୍ୱର ନିକଟ ଚନ୍ଦକା ଥାନା ଅନ୍ଧାରୁଆ ଦାସପୁର ରାସ୍ତା କଡରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଥିଲା ।ତେବେ ଆଜି ଘଟଣା ପଛରେ ଥିବା ମୁଖ୍ୟ ରହସ୍ୟ…

ରାଜଧାନୀରେ ମହିଳାଙ୍କ ମୁଣ୍ଡବିହୀନ ଶବ

ଭୁବନେଶ୍ୱର: ରାଜଧାନୀରେ ବିଭତ୍ସ ହତ୍ୟା |ରାସ୍ତା କଡରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର । ରାଜଧାନୀ ନିକଟ ଚନ୍ଦକା ଥାନା ଅନ୍ଧାରୁଆ ଦାସପୁର ରାସ୍ତା କଡରୁ ମିଳିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ । ଘଟଣାସ୍ଥଳରେ କମିଶନରେଟ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଏହି…