ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ଆଜି
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ବୁଧବାର ଝାରସୁଗୁଡ଼ା ଏଡିଜେ କୋର୍ଟରେ ଶୁଣାଣି ରହିଛି। ବୁଧବାର ଏହି ଘଟଣାର ଅନ୍ୟତମ ମୁଖ୍ୟ ସାକ୍ଷୀ କହାଯାଉଥିବା ତତ୍କାଳୀନ ବ୍ରଜରାଜନଗର ଥାନାଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ସାକ୍ଷ୍ୟ ଗ୍ରହଣ ହେବ। ଗତ ମାର୍ଚ୍ଚରେ କ୍ରାଇମ୍ବ୍ରାଞ୍ଚ…