Odia News Portal
Browsing Tag

nada

ଏଣିକି ନଡା ଜାଳିବା ଅପରାଧ ନୁହେଁ

ଏବେ ନଡ଼ା ଜାଳିବା ଆଉ ଅପରାଧ ନୁହେଁ। ଏହାକୁ ଅପରାଧ ଶ୍ରେଣୀରୁ ହଟାଇ ଦିଆଯାଇଛି। କୃଷକଙ୍କ ଗୋଟିଏ ପରେ ଗୋଟିଏ ଦାବି ମାନୁଛନ୍ତି ସରକାର । କୃଷି ଆଇନ୍ ପ୍ରତ୍ୟାହାର ପରେ କୃଷକଙ୍କର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ମାନିଛନ୍ତି ଭାରତ ସରକାର । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର…