ନଦୀୟା ବିହାରୀ ମହାନ୍ତିଙ୍କ ଦେହାନ୍ତ
ଭୁବନେଶ୍ବର() କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ତଥା ଆକାଶବାଣୀର ଅବସରପ୍ରାପ୍ତ ପ୍ରଯୋଜକ ନଦୀୟା ବିହାରୀ ମହାନ୍ତିଙ୍କ କଟକର ଏକ ଘରୋଇ ହସ୍ପିଟାଲ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା।
ନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ…