ଉତ୍ତରାଖଣ୍ଡରେ ହିମସ୍ଖଳନରେ ୧୫୦ ନିଖୋଜ
ଉତ୍ତରାଖଣ୍ଡ: ଋଷିଗଙ୍ଗା ଜଳ ବିଦ୍ୟୁତ୍ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଅନେକ ଶ୍ରମିକ ନିଖୋଜ ହେବାର ଆଶଙ୍କା ରହିଛି । ଅଧିକାରୀ କହିଛନ୍ତି ଯେ ଉତ୍ତରାଖଣ୍ଡର ଧୌଲି ଗଙ୍ଗା ନଦୀରେ ପ୍ରବଳ ବନ୍ୟା ଆସିବା ପରେ ବିଦ୍ୟୁତ୍ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ପ୍ରାୟ ୧୫୦ କର୍ମଚାରୀ ନିଖୋଜ ଅଛନ୍ତି।!-->…