ଦୀପାବଳିରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳିରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ସୂଚନା ରହିଛି କି, ପିଏମ୍ ମୋଦି ଗୁରୁବାର ଜମ୍ମୁ କାଶ୍ମୀର ଗସ୍ତ କରିବେ। ସେଠାରେ ସେ ଯବାନମାନଙ୍କ ସହିତ ଦୀପାବଳି ପାଳନ କରିବେ। ୨୦୧୪ରେ ଯେବେଠାରୁ ମୋଦି ପ୍ରଧାନମନ୍ତ୍ରୀ ହୋଇଛନ୍ତି,!-->…
