Odia News Portal
Browsing Tag

narendra modi

ମୋଦିଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖରିଫ ଧାନ ସଂଗ୍ରହ ନେଇ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ କେନ୍ଦ୍ର ବଳକାଚାଉଳ ଉଠାଇନଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ କେନ୍ଦ୍ର ନେବ ସେନେଇ ଚିଠିରେ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଜୟ ଘାଟରେ ୧୧୭ତମ ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଙ୍କ ସ୍ମୃତି ସ୍ଥାନ ବିଜୟ

ସ୍ୱଚ୍ଛ ଭାରତ ମିଶନ-୨.୦ର ଶୁଭାରମ୍ଭ କଲେ ମୋଦୀ

ନୂଆଦିଲ୍ଲୀ: ସ୍ୱଚ୍ଛ ଭାରତ ମିଶନ-୨.୦ର ଆଜି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଯୋଜନା ଅଧିନରେ ସବୁ ସହରକୁ ଶୁଦ୍ଧ ପାନୀୟଜଳ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି । ସହରଗୁଡ଼ିକୁ ଆବର୍ଜନା ମୁକ୍ତ କରିବାକୁ ପ୍ରାଥମିକତା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ମୋଦୀ

୪ ମେଡିକାଲ କଲେଜର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜୀର ଉଦଘାଟନ କରିଛନ୍ତି । ଏହାସହିତ ସେ ରାଜସ୍ଥାନରେ ୪ ମେଡିକାଲ କଲେଜର ଶିଳାନ୍ୟାସ କରିଛନ୍ତି । ଏହା ମଧ୍ୟରେ କାର୍ଯ୍ୟକ୍ରମକୁ ମୋଦି ସମ୍ବୋଧିତ

ଆଜି ୟୁଏନଜିଏର ୭୬ ତମ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୬.୩୦ ରେ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ) କୁ ସମ୍ବୋଧିତ କରିବେ। ଆତଙ୍କବାଦ, କରୋନା ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱକୁ ଏକ ବାର୍ତ୍ତା ଦେବେ। ଆଜି ମିଳିତ ଜାତିସଂଘ ସାଧାରଣ ସଭାରେ

ଆଜି ବାଇଡେନଙ୍କ ସହ ମୋଦୀଙ୍କ ବୈଠକ, ଜାଣନ୍ତୁ କେଉଁ ସମ୍ପର୍କରେ ହେବ ଆଲୋଚନା

ୱାଶିଂଟନ: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମୋଦି ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ । ଦ୍ୱିପାକ୍ଷିକ ସମ୍ପର୍କ ସହ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଉଭୟ ନେତା ଆଲୋଚନା କରିବେ । କରୋନା ମହାମାରୀ ଓ ଆଫଗାନିସ୍ତାନରେ ତାଲିବାନର କବଜା ପରେ ଏହି

ଆଜି ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଆମେରିକା ଅଭିମୁଖେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ସେ ମିଳିତ ଜାତିସଂଘର ସାଧାରଣ ସଭାର ୭୬ ତମ ଅଧିବେଶନରେ ଯୋଗଦେବା ସହିତ ଅନ୍ୟ ଦେଶର ନେତାଙ୍କ ସହ ଆଲୋଚନା କରିବେ। ପିଏମ ମୋଦୀଙ୍କ ବ୍ୟତୀତ ୧୦୦ ଟି ଦେଶର ମୁଖ୍ୟ ମଧ୍ୟ ଏହି

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୧ ବର୍ଷରେ ପାଦ ଥାପିଛନ୍ତି ମୋଦୀ । ବହୁ ବାଦ ବିବାଦ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ହୋଇଛନ୍ତି ସେ । ସାଧାରଣ କର୍ମକର୍ତ୍ତାରୁ ପରବର୍ତ୍ତୀ ସମୟରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଆଉ ଏବେ ଭାରତର ପ୍ରଧାନମନ୍ତ୍ରୀ । ଦୁଇ

ଆଜି ମୋଦୀଙ୍କ ଜନ୍ମଦିନ, ଜାଣନ୍ତୁ ତାଙ୍କ ସମ୍ପର୍କିତ କିଛି ଅଜଣା କଥା

ନୂଆଦିଲ୍ଲୀ: ଆଜି ହେଉଛି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୧ ବର୍ଷରେ ପାଦ ଥାପିଛନ୍ତି ଏହି ବର୍ଷିୟାନ ନେତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଦେଶର ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦେଇ ନୂଆ ଭାରତର ଭିତ୍ତି ପକାଇଛନ୍ତି ।

ଆମେରିକା ଯିବେ ମୋଦୀ

ନୂଆଦିଲ୍ଲୀ; ଆସନ୍ତା ସପ୍ତାହରେ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୱାଶିଂଟନରେ ଅନୁÂିତ ହେଉଥିବା ଏକ ଶିଖ୍ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଆଜି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି । ଜୋ ବାଇଡେନ୍ ଆମେରିକା ରାଷ୍ଟ୍ରପତି ଭାବରେ ପଦଭାର