ବିବାହ ବନ୍ଧନରେ ବାନ୍ଧି ହେଲେ ବରୁଣ
					
ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ଓ ନତାଶା ଦଲାଲ ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଛନ୍ତି। ଗର୍ଲଫ୍ରେଣ୍ଡ ତଥା ଫେମସ ଡିଜାଇନର ନତାଶା ଦଲାଲଙ୍କ ହାତ ଧରିଛନ୍ତି ବରୁଣ । ଆଲିବାଗର ଏକ ରିସୋର୍ଟ ଦି ମ୍ୟାନସନ୍ ହାଉସରେ ହୋଇଛି ଉଭୟଙ୍କ ବିବାହ ଉତ୍ସବ । 
ତେବେ ବରୁଣଙ୍କ ବାହାଘରରେ!-->!-->!-->!-->!-->…				
						 
						 
			