‘ଗାନ୍ଧୀ ଶାନ୍ତି କେନ୍ଦ୍ର’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର() ଆଜି ଖଣ୍ଡଗିରିରେ ‘ଗାନ୍ଧୀ ଶାନ୍ତି କେନ୍ଦ୍ର’କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏହା ପ୍ରତିଷ୍ଠିତ ହୋଇପାରିଛି । ଯୁବପିଢିଙ୍କୁ ବାପୁଙ୍କ ଅହିଂସା ନୀତି ଓ ଆଦର୍ଶ ବିଷୟରେ ଜଣାଇବାକୁ ଏହା…