Odia News Portal
Browsing Tag

naveen modi

ପ୍ରଧାନମନ୍ତ୍ରୀଙ୍କ ସହ ଫୋନ୍‌ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର () ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜେଇଇ ଓ ଏନ୍‌ଇଇଟି ସ୍ଥିଗିତ ରଖିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ। ଏହା ସହିତ ଆମ ରାଜ୍ୟର ଅନେକ ଅଞ୍ଚଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୋଭିଡ ଓ ବନ୍ୟା ସ୍ଥିତ…

ମୋଦିଙ୍କ ସହ ଭିଡିଓ କନଫରେନ୍‌ସିଂରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀଙ୍କ ୩ଦାବି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଭିଡିଓ କନଫରେନ୍‌ସିଂରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଟି ଦାବି ରଖିଛନ୍ତି । ରାଜ୍ୟଗୁଡ଼ିକ ପ୍ରବାସୀ ଶ୍ରମିକଙ୍କ ଯତ୍ନ ନିଅନ୍ତୁ। ଯେଉଁ ରାଜ୍ୟରେ ଶ୍ରମିକମାନେ ଫସି ରହିଛନ୍ତି ସଂପୃକ୍ତ ରାଜ୍ୟଗୁଡ଼ିକ ସେମାନେଙ୍କ କଥା ବୁଝନ୍ତୁ ।…