Odia News Portal
Browsing Tag

naveen pattnaik

୨୨ରେ ବଲାଙ୍ଗୀର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିକାଶ ପଥରେ ପଶ୍ଚିମ ଓଡ଼ିଶା । ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ରହିଛି ପଶ୍ଚିମ ଓଡ଼ିଶା । ସ୍ୱାସ୍ଥକ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପକୁ ଚାରିଆଡ଼ୁ ମିଳୁଛି ପ୍ରଂଶସା । ତେବେ ପଶ୍ଚିମ ଓଡ଼ିଶା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ଼ ବାଣ୍ଟିବେ…

ବାଲେଶ୍ୱର ବିଧାୟକଙ୍କୁ ପ୍ରଂଶସା କଲେ ମୁଖମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ୱର ବିଧାୟକଙ୍କ ନିସ୍ୱାର୍ଥପର କାର୍ଯ୍ୟକୁ ପ୍ରଂଶସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଣ୍ଡାଧର ଗାଁର ଜଣେ ଗର୍ଭବତୀ ମହିଳାଙ୍କୁ ପାଣିଘେରରୁ ଉଦ୍ଧାର କରି ମେଡିକାଲେରେ ଭର୍ତ୍ତି କରିଥିଲେ ବିଧାୟକ । ଯାହାକୁ ପ୍ରଂଶସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୧ ବର୍ଷରେ ପାଦ ଥାପିଛନ୍ତି ମୋଦୀ । ବହୁ ବାଦ ବିବାଦ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ହୋଇଛନ୍ତି ସେ । ସାଧାରଣ କର୍ମକର୍ତ୍ତାରୁ ପରବର୍ତ୍ତୀ ସମୟରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଆଉ ଏବେ ଭାରତର ପ୍ରଧାନମନ୍ତ୍ରୀ । ଦୁଇ…

ବିଶ୍ୱକର୍ମା ପୂଜାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପିବତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀଙ୍କ ଆଜି ହେଉଛି ପୂଜା । ଗାଁଠୁ ସହର ସବୁଠିଛି ଉତ୍ସବ ମୁଖର । ବୈଷୟିକ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ସମସ୍ତ କର୍ମକ୍ଷେତ୍ରରେ ମଧ୍ୟ ଆଜି ପୂଜା କରାଯାଉଛି । ତେବେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ…

ଆନ୍ତର୍ଜାତୀୟ ଗଣତନ୍ତ୍ର ଦିବସରେ ବାର୍ତ୍ତାଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ଆନ୍ତର୍ଜାତୀୟ ଗଣତନ୍ତ୍ର ଦିବସ । ଆଜିଭଳି ପିବତ୍ର ଦିବସରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜର ସୋସିଆଲ ମିଡିଆ ସାଇଟ୍ ଟ୍ୱିଟରରେ ଲେଖିଛନ୍ତି କି, ଅଭିବ୍ୟକ୍ତିର ସ୍ୱାଧୀନତା, ମାନବିକ ଅଧିକାରର ସୁରକ୍ଷା, ମୁକ୍ତ ଏବଂ ନିରପେକ୍ଷ…

ସୁନ୍ଦରଗଡ଼ରେ ୫୮୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ୫୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ…

ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣା ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଆଜି ଦିନ ୧୧ଟାରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୧୧ଟା ୫ରେ ରାଉରକେଲା ଇସ୍ପାତ ସୁପର…

ନୂଅାଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

ଭୁବନେଶ୍ୱର: ନିଆରା ନିଷ୍ପତ୍ତି ଲାଗି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ଯୋଜନା ହେଉ ବା ଅସହାୟଙ୍କୁ ସହଯୋଗ ସବୁଥିରେ ପ୍ରଂଶସାପାତ୍ର ହୋଇଥାନ୍ତି ନବୀନ । ତେବେ ନୂଅାଁଖାଇରେ ଚାଷୀଙ୍କୁ ଭେଟି ଦେଇଛନ୍ତି ନୀବନ । ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ…

ପବିତ୍ର ନୂଅାଁଖାଇରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି କୃଷିଭିତ୍ତିକ ପର୍ବ ତଥା ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅାଁଖାଇ । ପୁରପଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖର । ନୂଆଁଖାଇ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ନୂଆଁଖାଇ ଆମ କଳା ସଂସ୍କୃତିର ପରିଚୟ ।ଏହା ଏକ ସାମାଜିକ ପର୍ବ ।ବ୍ୟକ୍ତି…

୧୪ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କର ଏହା ସରକାରୀ କାର୍ୟ୍ୟକ୍ରମ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତ ଚାଲିଛି। ତେବେ…