Odia News Portal
Browsing Tag

naveen pattnaik

ଜାତୀୟ ପ୍ରେସ୍ ଦିବସରେ ସାମ୍ବାଦିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ଜାତୀୟ ପ୍ରେସ୍ ଦିବସ । ଏହି ଅବସରରେ ସାମ୍ବାଦିକ ଓ ଗଣମାଧ୍ୟମ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶ୍ୱ ଏକ ମହାମାରୀର ସମ୍ମୁଖୀନ ହୋଇଥିବା ବେଳେ ବିଭ୍ରାନ୍ତିକର ସୂଚନାକୁ ରୋକିବା ସହ ସାମ୍ନାକୁ ନିର୍ଭରଯୋଗ୍ୟ ଓ ସଠିକ ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି…

ନେହରୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ହେଉଛି ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜୟନ୍ତୀ । ତାଙ୍କ ଜନ୍ମଦିବସକୁ ଭାରତରେ ଶିଶୁ ଦିବସ ଭାବେ ବି ପାଳନ କରାଯାଏ । ଜୟନ୍ତୀରେ ପଣ୍ଡିତ ନେହେରୁଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସ୍ୱାଧୀନତା ସଂଗ୍ରାମ ଓ ଏକ ଆଧୁନିକ,…

ଆସାମ ରାଇଫଲସ ଗାଡି ଉପରେ ଆକ୍ରମଣକୁ ଦୃଢ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମଣିପୁରରେ ଆସାମ ରାଇଫଲ୍ସ ଗାଡି ଉପରେ ଆତଙ୍କବାଦୀଙ୍କ ଭୀରୁତାପୂର୍ଣ୍ଣ ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକ୍ରମଣରେ ସହିଦ ହୋଇଥିବା ଅଫିସର ଓ ଯବାନଙ୍କ ପରିବାରବର୍ଗଙ୍କ ପ୍ରତି ସମେବଦନା ପ୍ରକାଶ କରିବା ସହ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା…

ଆଜି ବରଗଡ଼ରେ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲା ଗସ୍ତ କରିବେ । ବିଜେପୁରରେ ହେବାକୁ ଥିବା ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ହେଲଥ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବରଗଡ ଜିଲ୍ଲାକୁ ୨୯୫ କୋଟି…

୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ,…

ଆଜି ୧୪୨ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୫-ଟି ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ଆଜି ରୂପାନ୍ତରିତ ୧୪୨ଟି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଜିଲ୍ଲାର ୩୦, ବାଲେଶ୍ୱରର ୨୩, କନ୍ଧମାଳର ୧୦, ନବରଙ୍ଗପୁର ୧୨ ଓ ସୁନ୍ଦରଗଡ ଜିଲ୍ଲାର ସର୍ବାଧିକ ୬୭ଟି ସରକାରୀ ଉଚ୍ଚ ବିଦ୍ୟାଳୟର…

ମୌଲାନା ଅବୁଲ କଲାମ ଆଜାଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସ୍ୱାଧୀନତା ସଂଗ୍ରୀମା ତଥା ସ୍ୱାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ, ବିଦ୍ୱାନ ମୌଲାନା ଅବୁଲ କଲାମ ଆଜାଦଙ୍କ ଆଜି ଜନ୍ମବାର୍ଷିକୀ । ତାଙ୍କ ଜନ୍ମଦିନକୁ ଜାତୀୟ ଶିକ୍ଷା ଦିବସ ଭାବେ ବି ପାଳନ କରାଯାଏ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ…

ମେଗା ଓମଫେଡ୍ ପ୍ଲାଣ୍ଟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ଓରିଲୋଠାରେ ଅତ୍ୟାଧୁନିକ ଓମଫେଡ଼ ଡ଼ାଏରୀ ପ୍ଲାଣ୍ଟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଡ଼ାଏରୀ ପ୍ଲାଣ୍ଟ ଲୋକାର୍ପିତ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏମଫେଡ଼ର ବିକାଶରେ ୩ଲକ୍ଷ ଚାଷୀଙ୍କର ଅବଦାନ ରହିଛି । ଏହି ୟୁନିଟ ଦ୍ୱାରା ଦିନକୁ ୫ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ…

ଆସନ୍ତାକାଲି ନବୀନଙ୍କୁ ଭେଟିବେ ଜଗନ

ଭୁବନେଶ୍ୱର: ବିଭିନ୍ନ ପ୍ରସଙ୍ଗ ନେଇ ହେବ ଆଲୋଚନା । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ ଜଗନ । ପୋଲାଭରମ ପ୍ରକଳ୍ପ ଏବଂ ସୀମା ବିବାଦ ସମ୍ପର୍କରେ ଆଲୋଚନା ହେବ ବୋଲି…