Odia News Portal
Browsing Tag

naveen pattnaik

କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଭବାନୀପାଟଣାର ଓୟୁଏଟି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜୁ ସ୍ବାସ୍ଥ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସାରେ ପୋତି ପକାଇଲେ ଦିବ୍ୟଶଙ୍କର

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଂଶସାରେ ପୋତି ପକାଇଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିବା ଲାଗି ଦିନିକିଆ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମମିତା…

ଆଜି କଳାହାଣ୍ଡି ଜିଲ୍ଲାରେ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତ କରୁଛନ୍ତି । ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ୮୫୯ କୋଟି ଟଙ୍କାର…

ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ସୋମବାର କଳାହାଣ୍ଡି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ଅନେକ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ବି କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସୋମବାର ସକାଳ…

୯ରେ ନବୀନ-ଜଗନ ଭେଟଘାଟ

ଭୁବନେଶ୍ୱର: ହୋଇପାରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା । ଦୀର୍ଘଦିନ ଧରି ଲାଗି ରହିବା ବିବାଦର ଘଟିପାରେ ଅନ୍ତ । ରାଜ୍ୟର ପ୍ରମୁଖ ସୀମାବିବାଦ, ପୋଲାଭରମ ଜଳ ବିବାଦ ଓ ଅନ୍ୟାନ୍ୟ ପ୍ରସଙ୍ଗର ଆଶୁ ସମାଧାନ ଦିଗରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଆଲୋଚନା ହେବ। ଏନେଇ ଆସନ୍ତା…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଓଡିଶା ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ସମ୍ମାନ ଜୟଦେବ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ନିର୍ମାତା-ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯାଉଥିବା ସମସ୍ତ ବ୍ୟକ୍ତି…

ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଭେଟି, ରାଜ୍ୟରେ ପେଟ୍ରୋଲ,ଡିଜେଲ ଉପରୁ ଭାଟ୍ ହ୍ରାସ

ଭୁବନେଶ୍ୱର : ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଉପହାର। ତେଲରୁ ୩ ଟଙ୍କା ଭାଟ୍‌ ହ୍ରାସ କଲେ ରାଜ୍ୟ ସରକାର। ତେଲ ଦର ୩ ଟଙ୍କା କମିଲା। ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପେଟ୍ରୋଲ ଓ ଡିଜେଲ୍‌ରୁ ୩ ଟଙ୍କା ଭାଟ୍‌ କମାଇଲେ ସରକାର। ୫ ତାରିଖ ମଧ୍ୟରାତ୍ରିରୁ ଲାଗୁହେବ…

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବ ମୁଖର । ବିଭିନ୍ନ ରାଜ୍ୟରେ ବିଭିନ୍ନ ଧର୍ମରେ ଏହି ପର୍ବକୁ ବେଶ ଆଡମ୍ବରରେ ପାଳନ କରାଯାଉଛି । ତେବେ ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଲେଖିଛନ୍ତି କି,…

ପୁରୀ ଜିଲ୍ଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା

ଭୁବନେଶ୍ୱର : ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ 33.03କୋଟି ଟଙ୍କା ପାଇବେ । ଏହି…

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ପ୍ରବାଦ ପୁରୁଷ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଜି ଜୟନ୍ତୀ । ଏହି ଅବସରରେ ଲୌହମାନବଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସ୍ୱାଧୀନତା ସଂଗ୍ରାମ ଓ ସ୍ୱାଧୀନତା ପରବର୍ତ୍ତୀ ଦେଶର…