Odia News Portal
Browsing Tag

naveen pattnaik

ବୈଜ୍ଞାନିକ ଡକ୍ଟର ହୋମୀ ଜାହାଙ୍ଗିର ଭାବାଙ୍କ ଜୟନ୍ତୀର ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: କିମ୍ବଦନ୍ତୀ ବୈଜ୍ଞାନିକ ଡକ୍ଟର ହୋମୀ ଜାହାଙ୍ଗୀର ଭାବାଙ୍କ ଆଜି ହେଉଛି ଜନ୍ମ ବାର୍ଷିକୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାନ ବୈଜ୍ଞାନିକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଭାରତ ଆଣବିକ କାର୍ଯ୍ୟକ୍ରମରେ ଡକ୍ଟର ଭାବାଙ୍କ ଉଲ୍ଲେଖନୀୟ ଅବଦାନକୁ ସର୍ବଦା…

ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ମମିତା ହତ୍ୟା ମାମଲା ଓ ମନ୍ତ୍ରୀଙ୍କ ବିବୃତି ନେଇ ବିଜେଡି ପ୍ରତିକ୍ରିୟା ରଖିଛି । ବିରୋଧୀ ଘଟଣାର ରାଜନୀତିକରଣ କରୁଛନ୍ତି ବୋଲି କହିଛନ୍ତି ପ୍ରତାପ ଜେନା । ମନ୍ତ୍ରୀ କହିଛନ୍ତି ଯଦି କିଛି ତଥ୍ୟ ଅଛି କୋର୍ଟ, ପୋଲିସରେ ଦିଅନ୍ତୁ । ସେମାନେ ସେଥିରେ ସନ୍ତୁଷ୍ଟ ନୁହଁନ୍ତି ।…

ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ହେଉଛି ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ ବିପ୍ଲବୀ ଜୟୀ ରାଜଗୁୁରୁଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟୀ ରାଜଗୁୁରୁଙ୍କ ନିର୍ଭୀକ ସଂଗ୍ରାମୀ ଜୀବନ, ଅସାଧାରଣ ଦେଶପ୍ରେମ ଓ ଅସୀମ ତ୍ୟାଗ…

ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ପାରା ବ୍ୟାଡମିଂଟନ ତାରକା ତଥା ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ବିଜେତା ପ୍ରମୋଦ ଭଗତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ଅଭିନନ୍ଦନ…

ନଭେମ୍ବର ୨ରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାମାସ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲ୍ଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା-ବିଏସକେୱାଇ ଅନ୍ତର୍ଗତ…

ଜାତିସଂଘ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ଜାତିସଂଘ ପ୍ରତିଷ୍ଠା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଆନ୍ତର୍ଜାତିକ ସହଯୋଗ ଦୃଢ କରିବା ସବ ସମସ୍ତଙ୍କ ପାଇଁ ଏକ ଶାନ୍ତିପୂର୍ଣ୍ଣ ଓ ସମୃଦ୍ଧ ଭବିଷ୍ୟତ ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୯୪୫…

ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବାରିପଦା: ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ ଯୁଗର ମହାବିପ୍ଲବ। ମୟୂରଭଞ୍ଜରେ BSKYର ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ହାତରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ସାରା ଦେଶରେ ପ୍ରଥମ ଥର ପାଇଁ ସ୍ୱାସ୍ଥ୍ୟ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା…

ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ସହ…

ସ୍ୱାସ୍ଥ୍ୟକର୍ମୀଙ୍କ ପରିଶ୍ରମ ଓ ନିଷ୍ଠାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତରେ ୧୦୦ କୋଟି କୋଭିଡ ଟିକାକରଣ ହୋଇଛି । ଏଭଳି ଗୁୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସ୍ୱାସ୍ଥ୍ୟକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୂଲ୍ୟବାନ ଜୀବନ ବଂଚାଇବା ସହ ଟିକାକରଣ ପ୍ରକ୍ରିୟା ନିଶ୍ଚିତ କରିବା ପାଇଁ ଦେଶର…

ଗଜଲକ୍ଷ୍ମୀ ପୂଜା ଏବଂ ପବିତ୍ର କୁମାର ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଗଜଲକ୍ଷ୍ମୀ ପୂଜା ଏବଂ କୁମାର ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଲକ୍ଷ୍ମୀଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ…