ମମତାଙ୍କଙ୍କୁ ନବୀନଙ୍କ ପ୍ରଶଂସା
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆଗାମୀ ଲୋକସଭା ନିର୍ବାଚନରେ ୪୧ ପ୍ରତିଶତ ମହିଳାଙ୍କୁ ଟିକେଟ୍ ଦେବା ନିଷ୍ପତିକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ନିଜ ଖୁସି ଜଣାଇଛନ୍ତି ନବୀନ । ଆଗାମୀ ଲୋକସଭା ନିର୍ବାଚନରେ ଏକ ତୃତୀୟାଂଶରୁ ଅଧିକ ମହିଳା…