କଟକରେ ନବୀନଙ୍କ ରୋଡ୍ ଶୋ
ସିଲଭର ସିଟିରେ ମେଗା ରୋଡ ସୋ’ କରିଛନ୍ତି ସୁପ୍ରିମୋ । କଟକ ସହରରେ ଜନ୍ମିତ ନବୀନ ହଜାର ବର୍ଷର ନଗରରେ ରୋଡ ସୋ’ କରିଛନ୍ତି । ପ୍ରାୟ ୪୩ଟି ଛକରେ ନବୀନ ରୋଡ ସୋ’ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ । ବିଜେଡି ସୁପ୍ରିମୋଙ୍କ ଟିକିଏ ଝଲକ ପାଇବା ପାଇଁ କଟକ ବିଭିନ୍ନ ଛକରେ…