Odia News Portal
Browsing Tag

Naveen

ତିର୍ତୋଲରେ ନବୀନଙ୍କ ଭର୍ଚୁଆଲ ରାଲି : କ’ଣ କହିଲେ ନବୀନ

ଭୁବନେଶ୍ୱର()  ତିର୍ତୋଲ ଉପନିର୍ବାଚନ ପାଇଁ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଭର୍ଚୁଆଲ ରାଲି ମାଧ୍ୟମରେ ପ୍ରଚାର କରିଛନ୍ତି । ଉଦବୋଧନ ଦେଇ ନବୀନ କହିଲେଯେ, ମା’ ଶାରଳାଙ୍କ ପବିତ୍ର କ୍ଷେତ୍ର ତିର୍ତୋଲର ପ୍ରିୟ ଭାଇଉଭଣୀମାନଙ୍କୁ ମୋର ନମସ୍କାର । କରୋନା ପରିଚାଳନାରେ ଓଡ଼ିଶା ସାରା…

ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର()  ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ମଇଦାନକୁ ଓହ୍ଲାଇବାକୁ ଯାଉଛନ୍ତି । କିନ୍ତୁ ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ନବୀନ । ୨୯ରେ ବାଲେଶ୍ୱର ପାଇଁ ନବୀନ…

ଅର୍ଥନୈତିକ କାର୍ଯ୍ୟକ୍ରମ ତ୍ବରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ତଥା ବୁଧବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି ଯେ ରାଜ୍ୟର ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ପ୍ରଶାସନ ଓ କୋଭିଡ ଯୋଦ୍ଧା ମାନଙ୍କ କଠିନ ପରିଶ୍ରମ ଯୋଗୁ ଏବଂ ସମସ୍ତ ସଂପୃକ୍ତ…

ପାର୍ବଣ ଓ ଶୀତ ଋତୁ ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ରାଜ୍ୟବାସୀଙ୍କୁ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି ପୂଜାରେ ସତର୍କ ରହିବାକୁ ଅପଲ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ସାତ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି । ଏଥିପାଇଁ ସମସ୍ତଙ୍କୁ ବହୁ କଷ୍ଟ, ତ୍ୟାଗ ସ୍ବୀକାର କରିବାକୁ ପଡିଛି ।…

ଡିଆରଡିଓକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେସନ୍ (ଡିଆରଡିଓ)କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଷ୍ଟାଣ୍ଡ ଅଫ୍ ଆଣ୍ଟି ଟ୍ୟାଙ୍କ ମିସାଇଲ (SANT))ର ସଫଳ ଉତକ୍ଷେପଣ ଲାଗି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ୍ ଯୋଗେ ଡିଆରଡିଓକୁ…

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ପୁରୀ() ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ କରିଡରର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିଛନ୍ତି । କରୋନା କଟକଣା ପରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ହୋଇଛି । ଉନ୍ନତିକରଣ କାର୍ଯ୍ୟ କେମିଛି ଚାଲିଛି…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ବିଜୁ ଯୁବ ଜନତା ଦଳ

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ବିଜୁ ଯୁବ ଜନତା ଦଳ । ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ବିଜୁ ଯୁବ ଜନତା ଦଳ ଓ ଓଡିଶା ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ଏହାସହ ମାଷ୍ଟର…

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଆସନ୍ତାକାଲି ନିଜର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତିି । ଜନ୍ମଦିନରେ ଗରିବ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ସେ ନିବେଦନ କରିଛନ୍ତି । ରକ୍ତଦାନ ଓ ପ୍ଲାଜମା ଦାନ…

ଜନ୍ମଜୟନ୍ତୀରେ କଲାମଙ୍କୁ ମନେ ପକାଇଲେ ନବୀନ

ଭୁବନେଶ୍ୱର() ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ମିଶାଇଲ ମ୍ୟାନ ଡ. ଏପିଜେ ଅବଦୁଲ କାଲାମଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନେ ପକାଇଛନ୍ତି । ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡିଶା ସହିତ କଲାମଙ୍କର…

ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଦେବେ ସହାୟତା

ଭୁବନେଶ୍ବର  () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ। ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିବା ସହିତ ସହିଦ୍‌…