Odia News Portal
Browsing Tag

Naveen

ଆହତଙ୍କ ମାଗଣ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର()  ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…

ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀ

ଭୁବନେଶ୍ୱର()  ଜାତିର ପିତା ମହାତ୍ମା ଗାନ୍ଧି ଓ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଜାତିର ପିତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଜଳି ଜ୍ଞାପନ କରିଛନ୍ତି । ବାପୁଙ୍କ ଫଟୋରେ…

ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ: ମୁଖ୍ୟମନ୍ତ୍ରୀ

କଳାହାଣ୍ଡି()  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍‌ ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ ସବ୍‌ଷ୍ଟେସନକୁ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି feeder line ମଧ୍ୟ…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର()  ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ । ବରିଷ୍ଠ ନାଗରିକ ଦିବସରେ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ସେ ଆହ୍ୱାନ କରିଛନ୍ତି । ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ…

ଉପରାଷ୍ଟ୍ରପତିଙ୍କ ସୁସ୍ଥ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଉପରାଷ୍ଟ୍ରପତିଙ୍କ ସୁସ୍ଥ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ଆଶୁ ଆରୋଗ୍ୟ ସହ ଦୀର୍ଘ ଜୀବନ କାମନା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ  କରୋନାର କୌଣସି ଲକ୍ଷଣ ନଥିଲା ବେଳେ  ତାଙ୍କର କରୋନା…

ଆଦର୍ଶ କଲୋନୀ ହେବ ସବୁ ବସ୍ତି

ଭୁବନେଶ୍ୱର()  ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…

ଓଡିଆଙ୍କ ସ୍ୱପ୍ନଙ୍କୁ ସ୍ୱୀକାର କରିବାକୁ ଅନୁରୋଧ

ଭୁବନେଶ୍ୱର() କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପହ୍ଲାଦ ସିଂହ ପଟେଲଙ୍କୁ ଆଜି ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଅନୁରୋଧ କରିଛନ୍ତି । ସେପ୍ଟେମ୍ବର ୨ରେ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏନେଇ…

ଚିକିତ୍ସା ପରେ ସୁସ୍ଥ ହେଲେଣି ଦେଢ ଲକ୍ଷ ସଂକ୍ରମିତ

ଭୁବନେଶ୍ୱର() ରାଜ୍ୟରେ କରୋନା ପରୀକ୍ଷଣ ବଢିବା ସହ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହି ସଂକ୍ରମଣକୁ ନିୟନ୍ତ୍ରଣକୁ ଆଣିବାକୁ ବିଭିନ୍ନ ପ୍ରକାର ପ୍ରୟାସ କରୁଛନ୍ତି ରାଜ୍ୟ ସରକାର । କିଭଳି ଆକ୍ରାନ୍ତଙ୍କ ଚିକିତ୍ସା ଶୁରୁଖୁରୁରେ ହୋଇପାରିବ ଏବଂ ସୁସ୍ଥତା ହାର ବୃଦ୍ଧି…

କରୋନାକୁ ହରାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର() ୯୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଦୁଇ ଜଣ ବ୍ୟକ୍ତି କରୋନାକୁ ହରାଇ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କରୋନା କ୍ଷେତ୍ରେ ବୟସ୍କ ମଧ୍ୟରେ ମୃତ୍ୟୁହାର ଅଧିକା ରହୁଛି । ମାତ୍ର ଓଡ଼ିଶାର ଏହି ଦୁଇଜଣ ବରିଷ୍ଠ ବ୍ୟକ୍ତି କରୋନା…

ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲ ଷ୍ଟୋନ ସ୍ଥାପନ କଲା ଓଡିଶା

ଭୁବନେଶ୍ୱର () ହଜାରେ ଛୁଇଁଲା ପ୍ଲାଜମା ଥେରାପି । ଓଡ଼ିଶା କରୋନା ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲ ଷ୍ଟୋନ ସ୍ଥାପନ କରିଛି । ଏପର୍ଯ୍ୟନ୍ତ ଏକ ହଜାର ଲୋକଙ୍କୁ ପ୍ଲାଜମା ଦିଆଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି । ଅତ୍ୟାଧୁନିକ ମେଡିକାଲ ସୁବିଧା…