Odia News Portal
Browsing Tag

Naveen

ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ତତ୍ତ୍ବାବଧାନ କରିବାକୁ ଡିଜିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର()  କୋଭିଡଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ…

ସ୍ୱଚ୍ଛତା ରକ୍ଷା ପାଇଁ ଇ-ମଷ୍ଟର ରୋଲର ବ୍ୟବସ୍ଥା

ଭୁବନେଶ୍ୱର ()  ୨୦୨୧ ଜାନୁଆରୀ ପହିଲା ସୁଦ୍ଧା ସବୁ ବିଭାଗରେ ଇ-ମଷ୍ଟର ରୋଲ ବ୍ୟବସ୍ଥା କାର୍ଯ୍ୟକାରୀ ହେବ  । ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭାଗଗୁଡ଼ିକୁ ନିଦେ୍ର୍ଧଶ ଦେଇଛନ୍ତି  । ଅକ୍ଟୋବର ୨ରୁ ୫ଟି କାର୍ଯ୍ୟକ୍ରମ ଅଧିନରେ ଇ-ମଷ୍ଟର ରୋଲ ବ୍ୟବସ୍ଥାର…

ନବୀନଙ୍କ ଉପରେ ଚୀନର ନଜର

ଭୁବନେଶ୍ୱର() ଚୀନ ସ୍କାନରେ ଭାରତର ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ଥିବା ଜଣାଯାଇଛି ।  ଏନେଇ ଏକ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି ।  ଦେଶର ପ୍ରାୟ ୧୦ ହଜାରର ନେତାଙ୍କ ଉପରେ ଚୀନ ନଜର ରଖିଥିବା ଉକ୍ତ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।  ଭାରତର…

ବନ୍ୟା ପ୍ରଭାବିତଙ୍କ ପାଇଁ ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର() ବନ୍ୟା ପ୍ରଭାବିତଙ୍କ ଚାଷୀଙ୍କ ସହାୟତା ପାଇଁ ଆଜି ୩୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତମାସ ବନ୍ୟାରେ ପ୍ରଭାବିତ ହୋଇଥିବା ଚାଷୀଙ୍କ ପାଇଁ ଏହି ସହାୟତ ରାଶି ଘୋଷଣା ହୋଇଛି । ୩୩%ରୁ କମ୍ କ୍ଷତିଗ୍ରସ୍ତ ଚାଷୀଙ୍କୁ ଏକର ପିଛା…

କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍‌ ଓ ICU ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର()ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।…

ସମସ୍ତ ସ୍ୱାସ୍ଥ୍ୟ କର୍ମୀ ଓ କୋଭିଡ଼ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧ଲକ୍ଷରୁ ଉଦ୍ଧ୍ୱର୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିିଥିବା ନେଇ ସୂଚନା ମିଳିଛି । ତେଣୁ ଏହି କରୋନା ସଙ୍କଟ ସମୟରେ ନିଜ ଜୀବନକୁ ବାଜି ଲଗାଇ ସେବା କରୁଥିବା ସମସ୍ତ ସ୍ୱାସ୍ଥ୍ୟ…

ଅର୍ଥନୀତି ସ୍ବଭାବିକ ହେଉଛି, ଜୀବିକା ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର() ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିସ୍ଥିତି ସହିତ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରି ଜୀବିକା ସୃଷ୍ଟି ଉପରେ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟରେ କୋଭିଡ ପରିସ୍ଥିତି…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ପରିସ୍ଥିତିର ସମୀକ୍ଷା

ଭୁବନେଶ୍ବର() ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରିବା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଂପ୍ରତିକ…

ଆମ ସହର ଓ ସ୍ୱଚ୍ଛ ସହର ଓଡ଼ିଶା ଆପର ଶୁଭାରମ୍ଭ

ଭୁବନେଶ୍ୱର() ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି । ୧୦୦ଟି ମାଇକ୍ରୋ କମ୍ପିକିଟ୍ ସେଣ୍ଟର ଓ ୫୦ଟି ଏମଆରଏଫ ଲୋକର୍ପିତ କରିଛନ୍ତି । ସେ ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଲୋକାର୍ପଣ କରିଛନ୍ତି । ଏହାସହ ଆମ ସହର,…

ପିଲାମାନେ ଯେପରି ଭଲରେ ପରୀକ୍ଷା ଦେବେ ସେଥିପାଇଁ ସହଯୋଗ କରନ୍ତୁ

ଭୁବନେଶ୍ୱର () ଆପଣମାନେ ଜାଣନ୍ତି, କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ବରେ ସବୁଠାରୁ ଉପରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ଏକ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ଆମ ରାଜ୍ୟ ଓଡିଶା ମଧ୍ୟ କରୋନାର କଡା ମୁକାବିଲା କରୁଛି। ଆମର କୋଭିଡ ଯୋଦ୍ଧାମାନଙ୍କର ତ୍ୟାଗ ଓ ପରିଶ୍ରମ ଏବଂ…