୨୯ରେ ଶପଥ ଗ୍ରହଣ କରିବେ ନବୀନ
ଭୁବନେଶ୍ୱର() ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି । ତାଙ୍କ ସହ ଦଳର ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଇସ୍ତଫା ଦେଇଛନ୍ତି । ରାଜ୍ୟପାଳଙ୍କ ନିକଟକୁ ଇସ୍ତଫାପତ୍ର ପଠାଯାଇଥିଲା । ରାଜ୍ୟପାଳ ଇସ୍ତଫା ଗ୍ରହଣ କରିବା ପରେ ରାଜ୍ୟପାଳ ଆସନ୍ତା…