Odia News Portal
Browsing Tag

naxal

ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି

ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଛତିଶଗଡର ବିଜାପୁର ଅଂଚଳର ୮ ଜଣ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି।…

ମାଓ କ୍ୟାମ୍ପ ଠାବ: ଜଣେ ନକ୍ସଲ ଗିରଫ, ବିସ୍ଫୋରକ-ବନ୍ଧୁକ ଜବତ

ସେହିପରି ନାରାୟଣପୁର ଜିଲ୍ଲାର ମାରକାବେଡା ଜଂଗଲରେ ଆଇଟିବିପି ଓ ଡିଆରଜି ଯବାନ ସର୍ଚ୍ଚ ଅପରେସନ କରୁଥିବା ବେଳେ ଜଂଗଲରେ ଜଣେ ସନ୍ଦିଗ୍ଧ ବ୍ୟକ୍ତି ଯବାନଙ୍କୁ ଦେଖି ଦୌଡି ପଳାଇବାକୁ ଚେଷ୍ଟା କରୁଥିଲା। ତୁରନ୍ତ ଯବାନ ଜଂଗଲକୁ ଘେରି ସେହି ବ୍ୟକ୍ତିକୁ ଗିରଫ କରିଥିଲେ। ବ୍ୟକ୍ତି ଜଣକ ହେଲେ…

ଆଜିଠାରୁ ମାଓବାଦୀଙ୍କ ସହିଦ ସପ୍ତାହ

ଭୁବନେଶ୍ୱର: ଆଜିଠାରୁ ମାଓବାଦୀଙ୍କ ସହିଦ ସପ୍ତାହ ପାଳନ କରାଯିବ । ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀମାନେ ମୃତ ସାଥୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ସହିଦ ସପ୍ତାହ ପାଳନ କରୁଛନ୍ତି । ଏହି ସମୟରେ ମାଓବାଦୀମାନେ ଅନେକ ହିଂସାକାଣ୍ଡ ଘଟାଇଥାନ୍ତି । ସେପଟେ ନବରଙ୍ଗପୁର ଜିଲ୍ଲାର ରାଇଘର ଓ

ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ସଫା

ଶ୍ରୀନଗର: ଶନିବାର ପ୍ରତ୍ୟୁଷରେ ଉତ୍ତର କଶ୍ମୀରର ବନ୍ଦୀପୋରା ଜିଲ୍ଲା ଅନ୍ତର୍ଗତ ସୁମଲାରର ଶୋକବାବା ଅଞ୍ଚଳରେ ଏନ୍କାଉଣ୍ଟର୍ କାରଣରୁ ଦୁଇଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି ଏବଂ ତିନିଜଣ ଯବାନ ଆହତ ହୋଇଛନ୍ତି। ଏବେ ମଧ୍ୟ ସେଠାରେ ଅଭିଯାନ ଚାଲିଥିବା କଥା କଶ୍ମୀର ଜୋନ୍ ପୁଲିସ

୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ କାଶ୍ମୀର ପୁଲଓ୍ବାମାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ । ପୁଲୱାମା ସହରରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀଙ୍କୁ ସୂଚନା ମିଳିଥିଲା । ଏହା ପରେ ଆଜି ଭୋରରୁ ସେନା ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ୍ । ଆତଙ୍କବାଦୀଙ୍କ ସହ

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶୋପିଆଁର ହାଜୀପୋରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ। ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା

ସିନିୟର କ୍ୟାଡର ମାଓବାଦୀ ନିହତ

ଭୁବନେଶ୍ୱର: ଏସଓଜିର ଓଡ଼ିଶା ପୋଲିସର ମିଳିତ ଅପରେସନ ହୋଇଥିଲା । ପୋଲିସ ମାଓବାଦୀ ଗୁଳି ବିନିମୟ ବେଳେ ନିହତ ହୋଇଥିବା ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ତେବେ ମୃତ ମାଓନେତାଙ୍କ ପରିଚୟ ମିଳିପାରି ନାହିଁ । ବରଗଡ଼ ଜିଲ୍ଲା ପଦମପୁର ମାଓ କ୍ୟାଡରର ସିନିୟର ମାଓବାଦୀ ନିହତ । ଭଞ୍ଜଗୁଣ୍ଡା