Odia News Portal
Browsing Tag

Naxals

ନକ୍ସଲ ମୁକ୍ତ ନ ହେବା ଯାଏଁ ଶାନ୍ତିରେ ବସିବୁ ନାହିଁ

ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ଯେପର୍ଯ୍ୟନ୍ତ ସମସ୍ତ ନକ୍ସଲ ଆତ୍ମସମର୍ପଣ କରିନାହାନ୍ତି କିମ୍ବା ଧରାପଡ଼ି ନାହାନ୍ତି ବା ନିପାତ ନହେବା ପର୍ଯ୍ୟନ୍ତ ମୋଦୀ ସରକାର ଶାନ୍ତିରେ ବସିବେ ନାହିଁ। ଛତିଶଗଡ଼ର କାରେଗୁଟ୍ଟା ପାହାଡ଼ରେ 'ଅପରେସନ୍ ବ୍ଲାକ୍ ଫରେଷ୍ଟ' ସଫଳତାର…

ପୁଲିସ ନିକଟରେ ୨୦ ଜଣ ଦୁର୍ଦାନ୍ତ ନକ୍ସଲ ଆତ୍ମସମର୍ପଣ କରିଛନ୍ତି।

ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୨୦ ଜଣ ଦୁର୍ଦାନ୍ତ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ ସରକାରଙ୍କ ତରଫରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ‘ ଓ ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହୋଇ ନକ୍ସଲ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଲେଣି। ଏହି କ୍ରମରେ ଆଜି ସୁକମା…

ମାଲକାନଗିରି ସୀମାନ୍ତରେ ପୁଣି ଜଣେ ଶିକ୍ଷାଦୂତଙ୍କୁ ହତ୍ୟା କଲେ ନକ୍ସଲ୍

ମାଲକାନଗିରି ଜିଲ୍ଲା ସୀମାନ୍ତରେ ପୁଣି ଜଣେ ଶିକ୍ଷାଦୂତଙ୍କୁ ହତ୍ୟା କରିଛନ୍ତି ନକ୍ସଲ୍। ଶିକ୍ଷାଦୂତ କଲ୍ଲୁ ତାତିଙ୍କୁ ନିର୍ମମ ହତ୍ଯା କରାଯାଇଛି। ଗତକାଲି ସେ ସ୍କୁଲରୁ ଫେରିବା ବେଳେ ତାଙ୍କୁ ଅପହରଣ କରି ନେଇଥିଲେ ମାଓବାଦୀ। ଗଂଗାଲୁର ଥାନା ନେନ୍ଦ୍ରା ଠାରେ ବନ୍ଦ…

ସୀମାନ୍ତରେ ୩୦ ନକ୍ସଲଙ୍କ ଆତ୍ମସମର୍ପଣ, ମୁଣ୍ଡରେ ଥିଲା ୮୧ ଲକ୍ଷ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ପୁଲିସକୁ ମିଳିଛି ବଡ଼ ସଫଳତା। ଅପରେସନ ମନସୁନ ଚାଲିଥିବା ବେଳେ ଏକା ଥରକେ ୩୦ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣ ନକ୍ସଲ ନାମରେ ୮୧ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଆତ୍ମସମର୍ପଣ କରିଥିବା ନକ୍ସଲ ମଧ୍ୟରେ…

ଲ୍ୟାଣ୍ଡମାଇନ ବିସ୍ଫୋରଣ କଲେ ନକ୍ସଲ: ଜଣେ ଯବାନ ସହିଦ, ୩ ଆହତ

ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବାର ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ ଚାଲିଥିବା ବେଳେ…

ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ: ଜଣେ ନକ୍ସଲ ନିହତ, ଅସ୍ତ୍ରଶସ୍ତ୍ର ଉଦ୍ଧାର

ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବ୍ଲକ ଅଧୀନସ୍ଥ ଜରାଇକେଲା ସୀମାନ୍ତରେ ଥିବା ଯିବା ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାର ଗୋଇଲକେରା ପୁଲିସ ଷ୍ଟେସନ ଅଞ୍ଚଳରେ ଆଜି ସକାଳେ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା, ଯେଉଁଥିରେ ଜଣେ ନକ୍ସଲ ନିହତ ହୋଇଛନ୍ତି। ତାଙ୍କର ମୃତଦେହ…