Odia News Portal
Browsing Tag

Nayagarh pari death case

ଭାଇରାଲ ନେଇ ପ୍ରଶ୍ନ ଉଠାଇଲେ ପରୀର ପରିବାର

ନୟାଗଡ଼: ପରୀ ହତ୍ୟା ଘଟଣାରେ ସତ ସ୍ୱୀକାର କରିଛି ଅଭିଯୁକ୍ତ ସରୋଜ | ହତ୍ୟା ଘଟଣାରେ ନାବାଳକ ଅଭିଯୁକ୍ତ ସରୋଜ ସେଠୀର ସ୍ୱୀକାରୋକ୍ତି ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ଭିଡ଼ିଓ ନେଇ କିନ୍ତୁ ପ୍ରଶ୍ନ ଉଠାଇଛନ୍ତି ପରୀର ପରିବାର | ଭିଡ଼ିଓ କିପରି ଭାଇରାଲ ହେଲା ସେ ନେଇ ପ୍ରଶ୍ନ…

ସୁପ୍ରିମକୋର୍ଟରେ ପରୀ ମାମଲା, ସିବିଆଇକୁ ନୋଟିସ୍

ନୟାଗଡ଼: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ କଲେ ମାନ୍ୟବର ସୁପ୍ରିମକୋର୍ଟ । ପରୀ ମାଆ ସୌଦାମିନୀଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ନୋଟିସ୍‌ କରିଛନ୍ତି । ଆଜି ପରୀର ମାଆ ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଓ ଘଟଣାର…

ପରୀ ମୃତ୍ୟୁ ତଦନ୍ତ ପାଇଁ ଏସ୍‌ଆଇଟିକୁ ମହଲତ

ନୟାଗଡ଼: ହାଇକୋର୍ଟରେ ନୟାଗଡ ପରୀ ମୃତ୍ୟୁ ମାମଲା । ଏସ୍‌ଆଇଟି ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇନି ଷ୍ଟାଟସ ରିପୋର୍ଟ। ଏସଆଇଟି ଦେଇଥିବା ପୂର୍ବ ରିପୋର୍ଟକୁ ଅନୁଧ୍ୟାନ କରିଛନ୍ତି କୋର୍ଟ । ଅଧିକ ତଦନ୍ତ ପାଇଁ ଏସଆଇଟିକୁ ୨ ମାସ ସମୟ ଦେଇଛନ୍ତି ହାଇକୋର୍ଟ । ତେବେ ହାଇକୋର୍ଟ ଏସଆଇଟିକୁ ଆଜି…

ନାର୍କୋ ଟେଷ୍ଟକୁ ପରୀ ଅଭିଯୁକ୍ତର ନା

ନୟାଗଡ଼: ନାର୍କୋ ଟେଷ୍ଟକୁ ନାବାଳକ ଅଭିଯୁକ୍ତଙ୍କ ନା| ନାର୍କୋ ଟେଷ୍ଟ ନିମନ୍ତେ ଅମଙ୍ଗ ହେଲେ ଅଭିଯୁକ୍ତ । ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଏସ୍‌ଆଇଟି ଦ୍ୱାରା ଗିରଫ ନାବାଳକ ଅଭିଯୁକ୍ତ ଆଜି ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର ହୋଇଥିବା ବେଳେ ସେଠାରେ ନାର୍କୋ ଟେଷ୍ଟ…

ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ସରୋଜ ହାଜର

ନୟାଗଡ଼ : ଯଦୁପୁର ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକ ସରୋଜ ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର । ନୟାଗଡ଼ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହେବ ନାର୍କୋ ଟେଷ୍ଟ ଆବେଦନର ଶୁଣାଣି ।ପରୀ ହତ୍ୟା ମାମଲାରେ ଗିରଫ ନାବାଳକ ଅଭିଯୁକ୍ତକୁ ଆଜି ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର କରିଛି…

ବୋଥ୍ରାଙ୍କ ନାଁ’ରେ ମାମଲା ହେଉ : ପ୍ରଦୀପ୍ତ

ଭୁବନେଶ୍ୱର: ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତକୁ ପୋକ୍ସୋ କୋର୍ଟରେ ନାବାଳକ ସାବ୍ୟସ୍ତ ହେବା ପରେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ଉପରେ ବର୍ଷିଛନ୍ତି ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ |ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ ପ୍ରଶ୍ନ ଉଠାଇଛନ୍ତି ଯେ,…

ପରୀ ହତ୍ୟା ଅଭିଯୁକ୍ତ ନାବାଳକ

ନୟାଗଡ଼ : ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକ ସାବ୍ୟସ୍ତ । ଅଭିଯୁକ୍ତକୁ ନାବାଳକ ଦର୍ଶାଇଲେ ପକ୍ସୋ କୋର୍ଟ । ଏହାସହ ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ମାମଲା ସ୍ଥାନାନ୍ତର କରାଯାଇଛି । ପୂର୍ବରୁ ଅଭିଯୁକ୍ତକୁ ନାବାଳକ ଦର୍ଶାଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ସରୋଜର ପରିବାର ଲୋକ । ଆଜି…

ପକ୍ସୋ କୋର୍ଟରେ ହାଜର ପରୀର ଅଭିଯୁକ୍ତ

ନୟାଗଡ଼ : ପରୀ ହତ୍ୟା ମାମଲାରେ ନୟାଗଡ଼ ପକ୍ସୋ କୋର୍ଟରେ ହାଜର ହେଲା ଅଭିଯୁକ୍ତ ସରୋଜ ସେଠୀ । କୋର୍ଟରେ ସରୋଜର ମା ଓ ଭଉଣୀ ମଧ୍ୟ ଉପସ୍ଥିତ ଅଛନ୍ତି । ନାବାଳକ ଦର୍ଶାଇ ଗତକାଲି କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତର ପରିବାର । ତେବେ ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଥିଲେ କୋର୍ଟ । ସେ ନେଇ…

ଅଭିଯୁକ୍ତ ସରୋଜର ହେବ ନାର୍କୋ ଟେଷ୍ଟ!

ନୟାଗଡ଼: ଅଭିଯୁକ୍ତ ସରୋଜ ସେଠୀର ହେବ ନାର୍କୋ ଆନାଲିସିସ ଟେଷ୍ଟ | ପରୀ ମୃତ୍ୟୁ ମାମଲାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀର ନାର୍କୋ ଟେଷ୍ଟ କରିବାକୁ ଆବେଦନ କରିଛି ଏସଆଇଟି । ନୟାଗଡ ପକ୍ସୋ କୋର୍ଟରେ ଏହି ଆବେଦନ ହୋଇଛି । ପରୀ ମୃତ୍ୟୁ ମାମଲାରେ ସରୋଜ ସେଠୀକୁ ଗିରଫ କରିସାରିଛି ଏସାଆଇଟି ।…