ଚଳିତବର୍ଷ ଏନଡିଏ ପରୀକ୍ଷାରେ ମହିଳାଙ୍କୁ ମିଳିବ ସୁଯୋଗ
ନୂଆଦିଲ୍ଲୀ: ୨୦୨୨ରୁ ନୁହେଁ ଚଳିତ ବର୍ଷଠାରୁ ମହିଳାମାନଙ୍କୁ ଏନଡିଏ ପ୍ରବେଶିକା ପରୀକ୍ଷା ଦେବା ପାଇଁ ଅନୁମତି ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଥିଲେ ଯେ ନ୍ୟାସନାଲ ଡିଫେନ୍ସ ଏକାଡେମୀେରେ ମହିଳାମାନଙ୍କୁ ୨୦୨୨ ରେ!-->…