ସେନାର ପରାମର୍ଶ ମାନି ଇସ୍ତଫା ଦେଲେ ନେପାଳ ପ୍ରଧାନମନ୍ତ୍ରୀ, ଏବେ ନୂଆ ଚେହେରାକୁ ନେଇ ଚର୍ଚ୍ଚା
ସୋମବାର ଆରମ୍ଭ ହୋଇଥିବା ଜେନ୍-ଜି ବିପ୍ଲବ ଦ୍ବିତୀୟ ଦିନ ମଧ୍ୟ ଜାରି ରହିଛି। ସରକାର ସୋସିଆଲ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇସାରିଥିଲେ ବି କାଠମାଣ୍ଡୁର ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସରକାରଙ୍କ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ବିରୋଧରେ ଆରମ୍ଭ ହୋଇଥିବା ହିଂସାତ୍ମକ…