Odia News Portal
Browsing Tag

netaji bus terminal

ବସ୍ ଟର୍ମିନାଲ ପାଇଁ ଜବରଦଖଲ ଉଚ୍ଛେଦ

କଟକ: କଟକ ନେତାଜୀ ବସ୍ ଟର୍ମିନାଲ ପାଇଁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ।ଏବେ ଆଉ ଅଟକି ପାରିବନି ବସ୍ ଟର୍ମିନାଲ କାର୍ଯ୍ୟ | କାରଣ ସରକାରଙ୍କ ପାଖରେ ଏବେ ଉପଲବ୍ଧ ଅଛି ସମସ୍ତ ୧୨ ଏକର ଜମି । ଏହାସହ ଜବରଦଖଲରେ ଥବା ସରକାରୀ ଜମିରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜିଲ୍ଲାପାଳ…

ନେତାଜୀ ଟର୍ମିନାଲ ପାଇଁ ପଥ ପରିଷ୍କାର

କଟକ: କଟକ ଅତ୍ୟାଧୁନିକ ବସ ଟର୍ମିନାଲ ମାମଲାକୁ ଖାରଜ କଲେ ହାଇକୋର୍ଟ । ଖାନନଗରରେ ବସ୍ ଟର୍ମିନାଲ ନେଇ ହୋଇଥିବା ଜନସ୍ୱାର୍ଥ ମାମଲା ହାଇକୋର୍ଟରେ ଖାରଜ ହୋଇଛି । ଏହା ରାଜ୍ୟ ସରକାରଙ୍କ ନିଷ୍ପତ୍ତି ହୋଇଥିବାରୁ ଏହା ଉପରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ହାଇକୋର୍ଟ ।…

ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ । ସେହି ଉଦ୍ଦେଶ୍ୟରେ କଟକରେ ନେତାଜୀଙ୍କ ନାମରେ ଖାନନଗରଠାରେ ପ୍ରସ୍ତାବିତ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ନାମିତ ହୋଇଛି ଏହି ନୂଆ ବସ୍ ଟର୍ମିନାଲ |…