କରୋନା ଆକ୍ରାନ୍ତଙ୍କ ଡିସଚାର୍ଜ ପାଇଁ ନୂଆ ଗାଇଡଲାଇନ
ନୂଆଦିଲ୍ଲୀ() କରୋନା ଆକ୍ରାନ୍ତଙ୍କ ଡିସଚାର୍ଜ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି । ସାମାନ୍ୟ, ମଧ୍ୟମ ଓ ଗୁରୁତର ଲକ୍ଷଣ ଯୁକ୍ତ ରୋଗୀଙ୍କ ପାଇଁ ଏହି ଗାଇଡଲାଇନ ଜାରି କରାଯାଇଛି ।
- ଗୁରୁତର ଆକ୍ରାନ୍ତଙ୍କ କ୍ଲିନିକାଲ ଲକ୍ଷଣ ଦୂର ହେଲେ ଡିସଚାର୍ଜ ହେବେ
-…