Latest ରାଜଧାନୀରେ ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୂତୟନ swadhikarnews Apr 17, 2021 0 *ପ୍ରେସମିଟ୍ କରି ଏଭଳି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ | *ଭୁବନେଶ୍ଵରରେ ପ୍ରାୟ ୨୫ଟି ଜାଗାରେ ଚେକ୍ ପଏଣ୍ଟ କରାଯାଇଛି | *୩୫ଟି ପିସିଆର ଏବଂ ୧୫ଟି ମନିଟରିଂ ପିସିଆର ସହରରେ ପାଟ୍ରୋଲିଂ କରିବେ |
Latest କାଲିଠୁ ସବୁ ସହରାଞ୍ଚଳରେ ନାଇଟ କର୍ଫ୍ୟୁ swadhikarnews Apr 15, 2021 0 *୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ | *୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ | *୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ | * କର୍ଫ୍ୟୁ ସମୟରେ ଜାରି ରହିବ ଅତ୍ୟାବଶ୍ୟକୀୟ ସେବା |