Odia News Portal
Browsing Tag

night curfew in odisha

ରାଜ୍ୟରେ ହଟିଲା ନାଇଟ କର୍ଫ୍ୟୁ

ରାଜ୍ୟରେ କୋହଳ ହେଲା କରୋନା କଟକଣା । ରାଜ୍ୟରୁ ହଟିଲା ନାଇଟକର୍ଫ୍ୟୁ । ରାଜ୍ୟର ସବୁ ସହରାଞ୍ଚଳରୁ ହଟିଲା ରାତ୍ରିକାଳୀନ କର୍ଫ୍ୟୁ । ଆଜିଠୁ ସାରା ରାଜ୍ୟରେ ଏହି ନିୟମ ଲାଗୁ ହେବ । ନାଇଟ କର୍ଫ୍ୟୁ ହଟିବା ନେଇ ଏସଆରସି ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଏଭଳି…

ଟ୍ୱିନସିଟିରେ ଲାଗୁ ହେବ ୧୪୪ ଧାରା

*ରେଳ ଷ୍ଟେସନ, ବିମାନବନ୍ଦର ଓ ବସଷ୍ଟାଣ୍ଡକୁ ଯାତ୍ରୀ ନେବା ଆଣିବା ପାଇଁ ଗାଡ଼ି ଯାଇପାରିବ । *ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀମାନେ ନାଇଟ୍‌ କର୍ଫ୍ୟୁବେଳେ ଯାତାୟାତ କରିପାରିବେ । *କଟକଣା ନମାନି ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ |

କାଲିଠୁ ସବୁ ସହରାଞ୍ଚଳରେ ନାଇଟ କର୍ଫ୍ୟୁ

*୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ | *୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ | *୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ | * କର୍ଫ୍ୟୁ ସମୟରେ ଜାରି ରହିବ ଅତ୍ୟାବଶ୍ୟକୀୟ ସେବା |

ସଂକ୍ରମଣ ରୋକିବାର ମାଧ୍ୟମ ନାଇଟ୍ କର୍ଫ୍ୟୁ: ଡିଏମଇଟି

ଭୁବନେଶ୍ୱର: ଡିଏମଇଟି ନିର୍ଦ୍ଦେଶକ ସିବିକେ ମହାନ୍ତିଙ୍କ ବଡ ବୟାନ | ନାଇଟ୍ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ ଅଟେ । ରାତିରେ କ୍ଲବ୍ ଓ ପାର୍ଟିରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ୍ କର୍ଫ୍ୟୁର ଆବଶ୍ୟକତା ନିହାତି ଭାବେ ରହିଛି । ବର୍ତ୍ତମାନ ଭାଇରସ୍ ପୂର୍ବ ଅପେକ୍ଷା…

ଆଜିଠୁ ୧୦ ଜିଲ୍ଲାରେ ଜାରି ହେବ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ବର: ଓଡ଼ିଶାରେ କରୋନା ସଂକ୍ରମଣ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଥିବାରୁ ରାଜ୍ୟକୁ ପୁନର୍ବାର ନାଇଟକର୍ଫ୍ୟୁ ଫେରିଛି । ଆଜିଠୁ ୧୦ ଜିଲ୍ଲାରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି ହେବା । ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ସଂକ୍ରମଣକୁ ଦୃଷ୍ଟିରେ ରଖି ୧୦ଟି…

ନାଇଟ୍ କର୍ଫ୍ୟୁ ସମୟରେ ଜାରି ରହିବ ଏହି ସବୁ ସେବା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼,…

ନବରଙ୍ଗପୁରକୁ ଫେରିଲା ନାଇଟକର୍ଫ୍ୟୁ

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଜାରି କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଆସନ୍ତା ୨୬ ତାରିଖରୁ ନୂଆ କଟକଣା ଜାରି କରିଛନ୍ତି । ରାଜ୍ୟର ପ୍ରଥମ ଜିଲ୍ଲା…