Odia News Portal
Browsing Tag

Nikunja dhal

ନିକୁଞ୍ଜ ବିହାରୀ ଧଳ ହେଲେ ଶକ୍ତି ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ୱର() ରାଜ୍ୟ IAS ସ୍ତରରେ ଛୋଟ ଧରଣର ଅଦଳବଦଳ  ହୋଇଛି। କରୋନା ମୁକାବିଲା ବେଳେ ବଦଳିଲେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ନିକୁଞ୍ଜ ବିହାରୀ ଧଳ ହେଲେ ଶକ୍ତି ବିଭାଗର ପ୍ରମୁଖ ସଚିବ। ସେହିପରି -ଶକ୍ତି ସଚିବ ବିଷ୍ଣୁପଦ ସେଠୀଙ୍କୁ  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…