Odia News Portal
Browsing Tag

nilagiri

ରଥ ନିର୍ମାଣ ଚାଲିଥିଲା, ଚଢ଼ାଉ କଲା ପ୍ରଶାସନ

ବାଲେଶ୍ୱର: ପରମ୍ପରାକୁ ବଜାୟ ରଖିବା ଲାଗି କେବଳ ପୁରୀରେ ରଥଯାତ୍ରା ଲାଗି ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଛି । ରାଜ୍ୟର ଅନ୍ୟ କୌଣସି ମନ୍ଦିରରେ ରଥଯାତ୍ରା ଅନୁଷ୍ଠିତ ହେବ ନାହିଁ । ବାରମ୍ବାର ବାରଣ କରିବା ସତ୍ତ୍ୱେ ବାଲେଶ୍ୱର ଜିଲ୍ଲା ନୀଳଗିରିରେ ରଥ ନିର୍ମାଣ କାର୍ଯ୍ୟ କରାଯାଉଥିଲା ।…

ବିବାଦରେ ନୀଳଗିରି ବିଧାୟକଙ୍କ ଚିଠି

ନୀଳଗିରି: ଚଳିତ ବର୍ଷ ନୀଳଗିରିରେ ରଥଯାତ୍ରା ବନ୍ଦ କରାଯିବା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ରଥଖଳାରେ ଚଳିତବର୍ଷ ଲାଗି ଚାଲିଥିବା ରଥ ନିର୍ମାଣ କାର୍ଯ୍ୟ ବନ୍ଦ କରାଯାଉ, କରୋନା ସମୟରେ ଅଯଥା ଟଙ୍କା ଖର୍ଚ୍ଚ କରାନଯାଉ ବୋଲି ଜିଲ୍ଲାପାଳଙ୍କୁ ଏକ…

ବିପୁଳ ବିଦେଶୀ ମଦ ଜବତ

ନୀଳଗିରି: ଲକଡାଉନରେ ମାତିଛନ୍ତି ମଦମାଫିଆ । ଅନଲାଇନରେ ମଦ ମକ୍ଟଳରଥିଲେ ସୁଦ୍ଧା ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଚୋରା ମଦ ବେପାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚଢ଼ାଦରରେ ମଦ ବିକ୍ରି କରୁଥିବା ମଧ୍ୟ ଦେଖିବାକୁ ମିଳିଛି । ଏହାରି ଭିତରେ ଚୋରା ମଦ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି…

ନିଜ ଝିଅକୁ ଦୁଷ୍କର୍ମ ଉଦ୍ୟମ କଲା ବାପା, ଝିଅର ଇଜ୍ଜତ ବଞ୍ଚାଇବାକୁ ଯାଇ ସ୍ୱାମୀକୁ ମାରିଲା ସ୍ତ୍ରୀ

ବାଲେଶ୍ୱର: ନିଶାରେ ହିହାହିତ ଜ୍ଞାନ ଭୁଲି ନିଜ ଜନ୍ମକଲା ଝିଅକୁ ଦୁଷ୍କର୍ମ ଉଦ୍ୟମ କଲା ପିଚାଚ ବାପା । ଝିଅର ଇଜ୍ଜତ ବଞ୍ଚାଇବାକୁ ଯାଇ ସ୍ତ୍ରୀମୀର ଜୀବନ ନେଲା ସ୍ତ୍ରୀ । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ତେଣ୍ଡା ଗାଁରୁ ଆସିଛି ଏଭଳି ଖବର । ମୃତକ ହେଲେ ବୁଟୁ ସିଂ । ହତ୍ୟାକରୀ ସ୍ତ୍ରୀ…