ଏହି ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା
ନୂଆଦିଲ୍ଲୀ()ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ସେପଟେ ଆଜି ଭାଜପା ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ୫୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ଏଥିରେ ୪ଜଣ ମହିଳାଙ୍କୁ…