Odia News Portal
Browsing Tag

NMA Bylaws

ପ୍ରତ୍ୟାହୃତ ହେଲା ବାଇ-ଲ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ବିଜେଡି ଓ ବିଜେପି ଆଲୋଚନା ପରେ ପ୍ରତ୍ୟାହୃତ ହେଲା ବାଇ-ଲ | ଜାତୀୟ ସ୍ମାରକୀ ପ୍ରାଧିକରଣ ପକ୍ଷରୁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର କରାଯିବା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି । ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ବାଇ-ଲ ଜାରି ନେଇ ପ୍ରତିକ୍ରିୟା ରଖିଲେ ବିଜେଡ଼ି-ବିଜେପି

ପୁରୀ: ପୁରୀ ଶ୍ରୀମନ୍ଦିର ସଂରକ୍ଷଣ ନେଇ କେନ୍ଦ୍ର ସରକାରଙ୍କ ସ୍ୱତନ୍ତ୍ର ବାଇ-ଲ ଜାରି କରିବା ପରେ ବିଜେଡି ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି । ବରିଷ୍ଠ ସାଂସଦ ପିନାକୀ ମିଶ୍ର ଟ୍ୱିଟ କରି ଲେଖିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶ୍ରୀମନ୍ଦିର ପାଇଁ ଅସାଧାରଣ କାମକୁ କେନ୍ଦ୍ର ସରକାର…

ବାଇ-ଲକୁ ନେଇ ଆପତ୍ତି ଉଠାଇଲେ ସେବାୟତ

ପୁରୀ: ବାଇ-ଲକୁ ନେଇ ଆପତ୍ତି ଉଠାଇଲେ ଶ୍ରୀମନ୍ଦିର ସେବାୟତ । ବାଇ-ଲ ପ୍ରତ୍ୟାହାର ଦାବି କରି ସେବାୟତମାନେ ଶ୍ରୀମନ୍ଦିର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହି ଆଇନ ଲାଗୁ ହେଲେ ସେବାୟତମାନେ କୌଣସି ନିର୍ମାଣ କରିବାକୁ ହେଲେ କେନ୍ଦ୍ର ସରକାରଙ୍କ ଅନୁମତି ଆଣିବାକୁ ପଡିବ । ତେଣୁ…

ବାଇ-ଲ ପ୍ରତ୍ୟାହାର ପାଇଁ କ୍ରିଷନ କୁମାରଙ୍କ ଚିଠି

ପୁରୀ: ଶ୍ରୀମନ୍ଦିର ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧିନସ୍ଥ ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ ନୂଆ ବାଇ-ଲ ବା ଉପନିୟମ ଆଣିବାକୁ କହିବା ପରେ ଏହାକୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲାପାଳ । ସେ କହିଛନ୍ତି , ଏହି ପ୍ରସଙ୍ଗ…