ବିଜୁଳି ବିଲ ପରେ ପାଣି ବିଲ ଛାଡ଼
ନୂଆଦିଲ୍ଲୀ() ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି।ପାଣିର ବକେୟା ବିଲ ଛାଡ କରିବା ନେଇ ଘୋଷଣା କରିଛନ୍ତି ଅରବିନ୍ଦ କେଜରିୱାଲ ।ଏହି ଯୋଜନା ଅନୁସାରେ ଲୋକଙ୍କର ପାଣିର ବକେୟା ବିଲକୁ ଛାଡ଼ କରାଯାଇଛି। ନଭେମ୍ବର ୩୦ ପୂର୍ବରୁ ଯେଉଁମାନେ ନିଜ ଘରେ…